Browsing Category
ପୁରୀ
ଭୁବନେଶ୍ୱର, (ରିପୋଟର୍ସ ପେନ୍): ଏଣିକି ସ୍ଵର୍ଗଦ୍ଵାରରେ ଶବଦାହ ହେଲା ଆହୁରି ସହଜ । ଶବଦାହ ପାଇଁ ଆଉ କରିବାକୁ ପଡିବନି ଘଣ୍ଟା ଘଣ୍ଟା ଅପେକ୍ଷା । ଏବେ ଶବଦାହ ପୂର୍ବରୁ ଆଗୁଆ ସ୍ଥାନ ବୁକିଂ କରିବେ ଲୋକେ । ସ୍ଵର୍ଗଦ୍ଵାରରେ ଶବଦାହ ପାଇଁ ଆସିଲା ସ୍ଵର୍ଗଦ୍ଵାର ୱେବସାଇଟ । ଅନଲାଇନ ମାଧ୍ୟମରେ ଏହି ୱେବସାଇଟରେ ପଞ୍ଜିକରଣ କରିପାରିବେ ଲୋକେ । ତା’ଛଡା…
Read More...
ପୁରୀ, (ରିପୋଟର୍ସ ପେନ୍):: ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ, ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିଥିଲେ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ବାହାରକୁ…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍): ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଲାଗି ନୂଆ ନିୟମ ଲାଗୁ ହୋଇଛି । ଏଣିକି ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତା ପୂର୍ଣ୍ଣ ଡ୍ରେସ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଯଦି କେହି ନିୟମ ଉଲଂଘନ କରନ୍ତି. ସେମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଦିଆଯିବନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କଡା…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍): ଆଜି ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା । ଆଜି ଶ୍ରୀମନ୍ଦିରରେ ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଆଜି ଜନ୍ମୋତ୍ସବ ମଧ୍ୟ ପାଳନ ହେଉଛି। ଏନେଇ ମାର୍କଣ୍ଡେଶ୍ବର ପୁଷ୍କରିଣୀର ଜନ୍ମବେଦିରେ ତାଙ୍କର ମାଟି ତିଆରି ଶିଶୁ ମୂର୍ତ୍ତି ନିର୍ମାଣ କରାଯାଇ ସ୍ବତନ୍ତ୍ର ବିଧିରେ ଜନ୍ମୋତ୍ସବ ପାଳିତ ହୋଇଥାଏ । ଶ୍ରୀବଳଭଦ୍ରଙ୍କୁ କୃଷିର…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍): ୫ଟି ସଚିବ ଭି. କେ ପାଣ୍ଡିଆନ୍ଙ୍କ ଉପରକୁ କାଳିମାଡ଼। ପୁରୀ ଜିଲ୍ଲା ସତ୍ୟବାଦୀ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ନିକଟ ପଡ଼ିଆରେ ଏହି କାଳିମାଡ଼ ହୋଇଛି । ୫ଟି ସଚିବଙ୍କ ଉପରକୁ କାଳିମାଡ଼ ବେଳେ ଛିଟା ମଧ୍ୟ ପୁରୀ ଜିଲ୍ଲାପାଳଙ୍କ ଉପରେ ପଡ଼ିଛି।
ଜଣେ ଯୁବକ ଏହି କାଳିମାଡ଼ କରିଛନ୍ତି। ପୋଲିସ ସମ୍ପୃକ୍ତ ଯୁବକକୁ ଗିରଫ…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ୫ଟି ସଚିବ ଭିକେ ପାଣ୍ଡିଆନ୍ ପୁରୀ ଜିଲ୍ଲା ଗସ୍ତ କରି ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ଏବଂ ଜନସାଧାରଣଙ୍କ ଅଭିଯୋଗର ସମାଧାନ ପାଇଁ ସମୀକ୍ଷା କରିଥିଲେ ।
ସେ କୃଷ୍ଣପ୍ରସାଦର କମଳେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ ଯେଉଁଠାରେ ସେ ସେବାୟତ, ଟ୍ରଷ୍ଟି…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍): ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟା ରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ଦିଆଯାଇଛି ସୂଚନା ଦିଆଯାଇଛି। ଏହି ନୀତି ଦଇତାପତି…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍): ଆଜିଠୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ଆଉ ଗୋଟିଏ ଦ୍ୱାର ସ୍ଥାନୀୟ ଭକ୍ତଙ୍କ ପ୍ରବେଶ ପାଇଁ ଖୋଲିବାକୁ ଘୋଷଣା କରିଛି ଶ୍ରୀମନ୍ଦିର ପ୍ରଶାସନ।
ରବିବାର ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଭକ୍ତଙ୍କ ଦାବିକୁ ଦୃଷ୍ଟିରେ ରଖି ସହରବାସୀଙ୍କୁ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍): ପୁରୀ ଶ୍ରୀମନ୍ଦିର ଆନନ୍ଦ ବଜାରର ଶୃଙ୍ଖଳାକୁ ବଜାୟୀ ରଖିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନେଇଛି ଏଭଳି ନିସ୍ପତି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହ ଦଇତାପତି ନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ଆନନ୍ଦବଜାରର…
Read More...
?????????, (???????? ?????): ????????????? ????????? ?? ???????? ???????? ??? ????????? ??? ????? ? ????? ???????, ?????? ? ???????????????? ???? ??????????? ????????? ???? ????? ?????? ??????? ??? ???????? ??? ???????? ????????? ????????? ???? ????? ??? ??????? ?????????? ???? ?????? ??? ?????…
Read More...