Browsing Category

ଶିକ୍ଷା ଓ ସ୍ୱାସ୍ଥ୍ୟ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କିଟ୍‍କୁ ସମ୍ମାନଜନକ ପ୍ରଥମ ସିଆଇଆଇ ସ୍ପୋର୍ଟସ ବିଜିନେସ ପୁରସ୍କାର ୨୦୨୩ ପ୍ରଦାନ କରାଯାଇଛି । ନୂଆଦିଲ୍ଲୀରେ ଭାରତୀୟ ଶିଳ୍ପ ମହାସଙ୍ଘ (ସିଆଇଆଇ) ଦ୍ୱାରା ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆଜି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସିଆଇଆଇ କ୍ରୀଡ଼ା ଜାତୀୟ କମିଟିର ଅଧ୍ୟକ୍ଷ ଚାଣକ୍ୟ…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଶ୍ୱର ସର୍ବବୃହତ ଜନଜାତି ଆବାସିକ ଅନୁଷ୍ଠାନ କିସ୍‍ ମଡେଲ୍‍ ଫିଲିପାଇନ୍‍ସରେ କାର୍ଯ୍ୟକାରୀ ହେବ ବୋଲି ଫିଲିପାଇନ୍‍ସ ସାଂସଦ ରୁଫସ୍‍ ବି ରୋଦ୍ରିଗେଜ୍‍ କହିଛନ୍ତି। କିସ୍‍ ମଡେଲ ହେଉଛି ବିଶ୍ୱର ଶ୍ରେଷ୍ଠ ମଡେଲ। ଏଥିପାଇଁ ସେ ଫିଲିପାଇନ୍‍ସ ସଂସଦରେ ଏକ ସ୍ୱତନ୍ତ୍ର ବିଲ୍‍ ଆଗତ କରିବେ ବୋଲି କହିଥିଲେ। ଆଜି କିସ୍‍…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବୁଧବାର ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ ହୋଇଯାଇଛି । ନ୍ୟୁରୋଲୋଜି ବିଭାଗ ପକ୍ଷରୁ ଏହି ଦିବସ ପାଳନ କରାଯିବା ପରିପ୍ରେକ୍ଷୀରେ ଏକ ୱାକାଥନ ଓ ସମ୍ମିଳନୀର ଆୟୋଜନ କରାଯାଇଥିଲା । ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସମାଜକୁ ଯୋଡ଼ି ରଖିବାରେ ସାହିତ୍ୟ ଏକ ସେତୁ ସଦୃଶ । ତିନିଦିନିଆ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଯାପନୀ ଉପଲକ୍ଷେ ରବିବାର ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାହିତ୍ୟକୁ ନେଇ ଏଭଳି ବ୍ୟାଖ୍ୟା କରିଛନ୍ତି ବିଶିଷ୍ଟ ପଞ୍ଜାବୀ ସାହିତ୍ୟିକ ଡକ୍ଟର ସୁରଜିତ୍ ପତର । କଂକ୍ରିଟ୍ ତିଆରି ସେତୁ ନଦୀକୁ ଅତିକ୍ରମ କରିବାରେ ସାହାଯ୍ୟ କରିଥାଏ…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବରେ ବିଖ୍ୟାତ ଭାରତୀୟ ଇଂରାଜୀ କବି ଦିବଙ୍ଗତ ଜୟନ୍ତ ମହାପାତ୍ରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିବା ବେଳେ ବିଶିଷ୍ଟ କବି ଓ ଲେଖକମାନେ ତାଙ୍କୁ ଭାରତୀୟ ଇଂରାଜୀ କବିତା ଜଗତର ‘କିମ୍ବଦନ୍ତୀ’ ତଥା ‘ଆଲୋକ ବର୍ତିକା’ ଭାବେ ବର୍ଣ୍ଣନା କରିଛନ୍ତି । ଶୁକ୍ରବାର ଆରମ୍ଭ ହୋଇଥିବା ଏହି…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଷ୍ଟ୍ର ନିର୍ମାଣରେ ଶିକ୍ଷାର ଗୁରୁତ୍ୱ ସବୁଠୁ ଉପରେ ବୋଲି ଓଡ଼ିଶା ରାଜ୍ୟପାଳ ରଘୁବର ଦାସ କହିଛନ୍ତି । ଶନିବାର କିସ୍‍ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଶ୍ରୀ ଦାସ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦ୍‍ବୋଧନ ଦେଇ କହିଲେ, କୌଣସି କାମ ମନୋବଳଠାରୁ ବଡ଼ ନୁହେଁ । ଯଦି ନିଜ…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ୩ ଦିନିଆ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବକୁ ଉଦ୍‌ଘାଟନ କରି ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ଡକ୍ଟର ପ୍ରତିଭା ରାୟ ଏକ ସମୁୂହ ସମାଜ ଗଠନ ଉପରେ ଗୁରୁତ୍ୱ ଅ।ରୋପ କରିଥିଲେଯେଉଁଥିରେ ପ୍ରତ୍ୟେକ ନାଗରିକର ଅବଦାନ ରହିବ ଓ ଉନ୍ନତି ହୋଇପାରିବ ।…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ ପକ୍ଷରୁ ଆସନ୍ତା ନଭେମ୍ବର ୨୫ ଏବଂ ୨୬ ଦୁଇଦିନ ଧରି ୯ମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଅନୁଷ୍ଠିତ ହେବ। ସ୍କୁଲ ପିଲାଙ୍କ ପାଇଁ ଏଭଳି ଜାତୀୟସ୍ତରୀୟ ଶିଶୁ ସାହିତ୍ୟ ମହୋତ୍ସବ ଆୟୋଜନ କରିବାରେ କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ ହେଉଛି ଭାରତର ପ୍ରଥମ ଓ ଏକମାତ୍ର ସ୍କୁଲ୍‍। ଏହି ମହୋତ୍ସବରେ…
Read More...
ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନଭେମ୍ବର ୨୨: ଦେଶର ସାହିତ୍ୟ, ସଂସ୍କୃତି, କଳା, ମଂଚ ଓ ଚଳଚ୍ଚିତ୍ର କ୍ଷେତ୍ରର ପ୍ରାୟ ୨୫୦ ରୁ ଊର୍ଦ୍ଧ୍ୱ ଉଜ୍ଜଳ ତାରକାମାନେ ଏଠାରେ ନଭେମ୍ବର ୨୪ ରୁ ଆରମ୍ଭ ହେଉଥିବା ୩ ଦିନିଆ ସୋଆ ସାହିତ୍ୟ ଉତ୍ସବରେ ଯୋଗ ଦେବେ । ଏହି ଉତ୍ସବରେ ଏହି ବିଶିଷ୍ଟ ବ୍ୟକ୍ତିମାନେ ଭାରତୀୟ କଳା, ସଂସ୍କୃତି ଓ ସାହିତ୍ୟ ସମ୍ପର୍କରେ ଆଲୋଚନା ତଥା ମତ…
Read More...
କିଡନୀ ଖରାପର ଲକ୍ଷଣ: ସୁସ୍ଥ ରହିବା ପାଇଁ ଶରୀରର ସମସ୍ତ ଅଙ୍ଗ ସଠିକ୍ ଭାବରେ କାର୍ଯ୍ୟ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସୁସ୍ଥ ଜୀବନ ଲାଗି ଆମ ଶରୀରରେ ଥିବା ସମସ୍ତ ଅଙ୍ଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କିଡନୀ ଏଥି ମଧ୍ୟରୁ ଗୋଟିଏ, ଯାହା ଆମ ଶରୀରରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥାଏ । ଅବଶ୍ୟ, ଜୀବନଶୈଳୀରେ ପରିବର୍ତ୍ତନ ହେତୁ ଆମର କିଡନୀ ପ୍ରାୟତଃ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy