Browsing Category

ଶିକ୍ଷା ଓ ସ୍ୱାସ୍ଥ୍ୟ

କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲରେ ବିଶ୍ୱ ଅଟିଜିମ୍‍ ସଚେତନତା ଦିବସ ପାଳିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍- ‘ସେନ୍‍ ଗ୍ଲୋବ’ ପକ୍ଷରୁ ଆଜି ବିଶ୍ୱ ଅଟିଜିମ୍‍ ସଚେତନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ସଭାପତି ଶାଶ୍ୱତି ବଳ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଚେୟାରପର୍ସନ ଅଳକା…
Read More...

ଗ୍ରାମାଞ୍ଚଳ ମହିଳାଙ୍କ ଅପେକ୍ଷା ସହରାଞ୍ଚଳ ମହିଳାମାନେ ଅଧିକ ସ୍ତନ କର୍କଟ ରୋଗରେ ଆକ୍ରାନ୍ତ : ରିପୋର୍ଟ

ସ୍ତନ କର୍କଟ: ଦେଶର ମହିଳାମାନଙ୍କ ମଧ୍ୟରେ ସ୍ତନ କର୍କଟ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ମହିଳାମାନଙ୍କ ଠାରେ ଏହା ସବୁଠାରୁ ସାଧାରଣ କର୍କଟ ଅଟେ । ସାଧାରଣତଃ ମହିଳାମାନେ ସ୍ତନ୍ୟପାନ କରାଇଲେ ଏହି କର୍କଟ ହୁଏ । ସ୍ତନ୍ୟପାନ କରାଉଥିବା ମହିଳାଙ୍କ ସ୍ତନରେ କ୍ଷୀର ଉତ୍ପାଦନ କରୁଥିବା ଟିସୁ…
Read More...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍‌ରେ ଜଟିଳ ଅସ୍ତ୍ରୋପଚାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫୁଲନଖରା ସ୍ଥିତ କ୍ୟାମ୍ପସ୍‌ରେ ଜଟିଳ ଅସ୍ତ୍ରୋପଚାର ଜରିଆରେ ଡାକ୍ତରୀ ଟିମ୍ ଜଣେ ଗର୍ଭବତୀଙ୍କ ପେଟରୁ ଦେଢ଼ କିଲୋ ଓଜନର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି । ଏହି ବିଶାଳ…
Read More...

ସମ୍ ହସ୍ପିଟାଲ୍‌ରେ ଯକ୍ଷ୍ମା ରୋଗ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଯକ୍ଷ୍ମା ଅର୍ଥାତ ଟ୍ୟୁବରକ୍ୟୁଲୋସିସ୍ ସମ୍ପୂର୍ଣ୍ଣ ଆରୋଗ୍ୟସାଧ୍ୟ ଓ ଉପଯୁକ୍ତ ଚିକିତ୍ସା ଦ୍ୱାରା ରୋଗୀ ସୁସ୍ଥ ହୋଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି । ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଯକ୍ଷ୍ମା…
Read More...

ଜାତୀୟ ମିନିଗଲ୍‌ଫ୍ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ସୋଆ ସଭାପତିଙ୍କ ଅଭିନନ୍ଦନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନିକଟରେ ନାଗପୁର ଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍‌ସିପ୍‌ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ…
Read More...

କିଟ୍‍ ଓ କିସ୍‍ ପରିଦର୍ଶନ କଲେ ହାର୍ଭାର୍ଡ-ଇଣ୍ଡିଆର ୪୦ ଜଣିଆ ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ତାରିଖରୁ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ଇଣ୍ଡିଆ ଟ୍ରେକ୍‍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୪୦ ଜଣିଆ ପ୍ରତିନିଧିମଣ୍ଡଳୀ ଶନିବାର ସମସ୍ତ କାର୍ଯ୍ୟକ୍ରମ ସାରି ଫେରି ଯାଇଛନ୍ତି। ଆଜି ସକାଳେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ…
Read More...

ସୋଆ ଆଇବିସିଏସ୍‌ରେ କନ୍‌ଭରଜେନ୍ସ-୨୦୨୪ ଆୟୋଜିତ

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ଶିକ୍ଷା ଗ୍ରହଣ ଜୀବନର ଏକ ଅସରନ୍ତି ପ୍ରକ୍ରିୟା ଏବଂ ଏହି ପ୍ରତିଯୋଗିତାମୂଳକ ପୃଥିବୀରେ ଛାତ୍ରଛାତ୍ରୀମାନେ ନିଜର ଦକ୍ଷତାକୁ ଶାଣିତ କରିବା ନିମନ୍ତେ ଉଦ୍ୟମ ଜାରି ରଖିବା ଉଚିତ୍ ବୋଲି ପୁଡୁଚେରୀର ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ କୁମାର ପରିଡା…
Read More...

କିଡନୀ ସ୍ୱାସ୍ଥ୍ୟ – ଯତ୍ନ ଏବଂ ସର୍ବୋତ୍କୃଷ୍ଟ ଔଷଧର ଅଭ୍ୟାସ

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ବିଶ୍ୱ କିଡନୀ ଦିବସ ଅବସରରେ, କିଡନୀ ପ୍ରତିରୋପଣ ପରେ ଜୀବନ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ କେୟାର ହସ୍ପିଟାଲ ଏକ ହୃଦୟସ୍ପର୍ଶୀ ରୋଗୀ ଅଭିଜ୍ଞତା କାର୍ଯ୍ୟକ୍ରମ (କେୟାର କନେକ୍ଟ) ଆୟୋଜନ କରିଥିଲେ । ଡକ୍ଟର. ବିବେକାନନ୍ଦ ପଣ୍ଡା (କ୍ଲିନିକାଲ୍…
Read More...

କୃଷି କ୍ଷେତ୍ରରେ ଉପୁଜୁଥିବା ସମସ୍ୟାର ଦୀର୍ଘସ୍ଥାୟୀ ସମାଧାନର ଆବଶ୍ୟକତା ରହିଛି: ଓୟୁଏଟି କୁଳପତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କୃଷି କ୍ଷେତ୍ରରେ ଉପୁଜୁଥିବା ସମସ୍ୟାକୁ ସାମ୍ନାକୁ ଆଣି ଏହାର ଦୀର୍ଘସ୍ଥାୟୀ ସମାଧାନର ବାଟ ବାହାର କରିବାର ସମୟ ଆସିଛି ବୋଲି ମଙ୍ଗଳବାର କହିଛନ୍ତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ । ଶିକ୍ଷା ଓ…
Read More...

ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୩ ପ୍ରଦାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଶ୍ୱର ପ୍ରମୁଖ ସମାଜସେବୀ ତଥା ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ଏବଂ ବିଲ୍‍ ଆଣ୍ଡ ମିଲିଣ୍ଡା ଗେଟସ୍‍ ଫାଉଣ୍ଡେସନ୍‍ର ସହ-ଅଧ୍ୟକ୍ଷ ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୩ ବୁଧବାର ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy