Browsing Category

ରାଜନୀତି

Politics News: Get Live Politics news and updates from India on Indian Politics. Read all the latest Politics headlines, odisha politics news current affairs online and more

ଅମିତ ଶାହଙ୍କ ମିଥ୍ୟା ଭିଡିଓ ଭାଇରାଲ ନେଇ ସାଇବର ଥାନାରେ ଏତଲା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜେଡି ଆଦିବାସୀ, କୃଷକ, ଦଳିତ ଓ ଓବିସି ବିରୋଧୀ ବୋଲି ଓଡ଼ିଶାବାସୀ ଜାଣିଛନ୍ତି । ପୂର୍ବରୁ ବିଜେଡି ଆଦିବାସୀଙ୍କ ଜମିକୁ ପୁଞ୍ଜୀପତି ମାନଙ୍କୁ ବିକ୍ରି କରିବା ପାଇଁ ଚକ୍ରାନ୍ତ କରିଥିଲା ଯାହାକୁ ନେଇ ବିଜେପି ବିଧାନସଭାରେ ସ୍ୱର ଉଠାଇଥିଲା ଓ ବିଜେଡି…
Read More...

‘ଜେଲ୍‌ ଯାଇ ବେଲ୍‌ରେ ଆସିଥିବା ବ୍ୟକ୍ତିଙ୍କୁ ଆମେ ଜେଲ ପଠାଇବା, ସଂସଦକୁ ନୁହେଁ’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଦଳ ପାଇଁ ତୋଫାନୀ ଗସ୍ତ କରି ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ କୋରାପୁଟ ପରେ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି। ଆଜି ସେ…
Read More...

୪୦%ପରିବାର ଶୁଦ୍ଧ ପିଇବା ପାଣିରୁ ବଂଚିତ ହେବା ନବୀନ ବାବୁଙ୍କ କେଉଁ ରୂପାନ୍ତରୀକରଣ: ଗୋଲକ ମହାପାତ୍ର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ନବୀନ ବାବୁ ପାଖାପାଖି ଦୀର୍ଘ ୧୦ହଜାର ଦିନ ଶାସନ ଗାଦିରେ ରହି ଯାହା କରିପାରିଲେ ନାହିଁ ତାହାକୁ କରିଦେଖାଇଛି ଗଞ୍ଜାମ ଜିଲ୍ଲା ପାତ୍ରପଡା ବ୍ଲକର ଜଣେ ଆଦିବାସୀ ଯୁବକ ଭୀମ ବେହେରା । ବିଜେଡି ସରକାର ପାଖରେ ଅର୍ଥର ଅଭାବ ନାହିଁ, କ୍ଷମତା…
Read More...

ନବୀନ ଇଞ୍ଜିନ କେବେ ବି ଫେଲ୍‌ ମାରିନି କି ମାରିବ ନାହିଁ : ପାଣ୍ଡିଆନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବରିଷ୍ଠ ବିଜୁ ଜନତା ଦଳ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ମାଲକାନଗିରିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ଜିତାଇବାକୁ ଆହ୍ବାନ ଦେଇଛନ୍ତି। ଲୋକସଭା ପ୍ରାର୍ଥୀ ପ୍ରଦୀପ ମାଝୀଙ୍କ ସହିତ ମାଲକାନଗିରି ବିଧାନସଭା ପ୍ରାର୍ଥୀ ମାନସ ମାଡକାମି,…
Read More...

ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅପରାଧିଙ୍କ ସହିତ ଗୋଟିଏ ମଞ୍ଚରେ ବସିବା ଆଶ୍ଚର୍ଯ୍ୟଜନକ: ବିଜେଡି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ଗୋଟିଏ ମଞ୍ଚରେ ଦେଖି ମୁଁ ଆଶ୍ଚର୍ଯ୍ୟ ହୋଇ ଯାଇଥିଲି । ପ୍ରଦୀପ ପାଣିଗ୍ରାହୀ ଚାର୍ଜସିଟ୍ ହୋଇଥିବା ଜଣେ ଅପରାଧୀ ଯିଏ କି ଚାକିରି ପାଇଁ ଟଙ୍କା ଆଦାୟ କରି ଲୋକଙ୍କୁ ଠକିଛନ୍ତି…
Read More...

ଓଡ଼ିଶାକୁ ପାନ୍ ଚଳାଉଛନ୍ତି: ରାହୁଲ ଗାନ୍ଧୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୁଖ୍ୟମନ୍ତ୍ରୀ ସମେତ ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି । ଆଜି ସାଲେପୁରରେ ଅନୁଷ୍ଠିତ ସମାବେଶରେ ରାହୁଲ କହିଛନ୍ତି ଯେ, ନବୀନ ବାବୁ ପାଟନରସିପ୍ କରିଛନ୍ତି । ଆଦାନୀଙ୍କୁ ରାଜ୍ୟ ଦେଇଦେଇଛନ୍ତି । ରାଜ୍ୟକୁ ପାନ୍ ଅର୍ଥାତ…
Read More...

ଓଡ଼ିଶାର ଲୋକେ ରାଜ୍ୟରେ ବିଜେପିର ଡବଲ ଇଂଜିନ ସରକାର ଗଠନ କରିବେ : ନଡ୍ଡା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଆଜି ରବିବାର ଓଡ଼ିଶାର ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରି କହିଛନ୍ତି ଯେ, ରାଜ୍ୟର ବିଜେଡି ସରକାର ମୁଷ୍ଟିମେୟ ନେତା ଓ ଅଫିସରଙ୍କ ଦ୍ୱାରା ଦୁର୍ନୀତି ଓ ବାବୁରାଜ ଚାଲିଛି ଏବଂ…
Read More...

‘ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ’ ଅଭ୍ୟାସଗତ ଆଚରଣବିଧି ଉଲଘଂନକାରୀ: ସମୀର ମହାନ୍ତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜେଡି ନେତା ଭୈରବ ପାଣ୍ଡିଆନ ଗତକାଲି ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ୱତନ୍ତ୍ର ସଚିବ ଭିନ୍ନିଲ କ୍ରିଷ୍ଣା ଉପସ୍ଥିତ ଥିଲେ । ତାଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ଆହୁରି ଅନେକ ଅଧିକାରୀ ମଧ୍ୟ ସେଠାରେ…
Read More...

ପରାଜୟ ଡିଲ୍‌: ବିଜେଡି ସହ ସନ୍ଥି କରୁଛି ବିଜେପି!

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସାଧାରଣ ନିର୍ବାଚନ ଆରମ୍ଭ ହୋଇଯାଇଥିବା ବେଳେ ରାଜ୍ୟରେ ଏବେ ପ୍ରଚାର ଜୋରଦାର ହୋଇଛି । ପ୍ରାର୍ଥୀମାନେ ଅସହ୍ୟ ଖରାକୁ ଖାତିର ନକରି ଲୋକଙ୍କ ପାଖକୁ ଯାଇ ଭୋଟ ଭିକ୍ଷା କରୁଛନ୍ତି । କିପରି ବିଜୟ ଲାଭ କରିବେ, ସେନେଇ ସମସ୍ତେ ଦିନରାତି ଏକ କରି ଦେଇଛନ୍ତି ।…
Read More...

ଆଜି ନିର୍ବାଚନ ପ୍ରଚାର ପାଇଁ ଆସୁଛନ୍ତି ଜେ.ପି.ନଡ୍ଡା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶାରେ ଏଥର, ବିଜେପି ସରକାର । ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତନର ନିର୍ବାଚନ ହେବ । ଉଭୟ କେନ୍ଦ୍ର ଓ ଓଡିଶାରେ ବିଜେପିର ସରକାର ଗଠନ ହେବ । ଓଡ଼ିଶାରେ ‘ମା, ମାଟି, ମାତୃଭାଷା, ଓଡିଆ ଅସ୍ମିତା’ର ସୁରକ୍ଷାକୁ ମୁଖ୍ୟ ପ୍ରସଙ୍ଗ କରି…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy