ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ

0 655

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟ୍ଟଙ୍କ ଭଉଣୀଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଦିଲ୍ଲୀ ବାସଭବନରେ ତାଙ୍କର ପରୋଲୋକ ଘଟିଛି । ସେ ଜଣେ ବିଶିଷ୍ଟ ଲେଖିକା ଭାବେ ଖ୍ୟାତି ଅର୍ଜନ କରିଛନ୍ତି ।

ଗୀତା ମେହେଟ୍ଟା ହେଉଛନ୍ତି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା । ସେ ୧୯୪୩ ମସିହାରେ ଦିଲ୍ଲୀରେ ଜନ୍ମ ଗ୍ରହଣ କରିଥିଲେ । ସେ ଏକାଧାରାରେ ଜଣେ ଲେଖିକା, ସ୍ତମ୍ବାକାର, ସାମ୍ବାଦିକ ଥିଲେ । ସେ ଆମେରିକାର ସୋନି ମେହେଟ୍ଟାଙ୍କ ବିବାହ କରିଥିଲେ । ୨୦୧୯ରେ ସ୍ୱାମୀ ସୋନି ମେହେଟ୍ଟାଙ୍କ ପରଲୋକ ଘଟିଥିଲା । ତାଙ୍କ ମୃତ୍ୟୁରେ ଦିଲ୍ଲୀ, ଆମେରୀକା ଓ ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy