ଅଚ୍ୟୁତ ସାମନ୍ତଙ୍କୁ ୫୭ତମ ସମ୍ମାନସୂଚକ ଡକ୍ଟୋରେଟ୍
ଭୁବନେଶ୍ୱର, (ରିପୋଟର୍ସ ପେନ୍): ରାଜସ୍ଥାନ ଜୟପୁରର ମହିଳା ବିଶ୍ୱବିଦ୍ୟାଳୟ ପକ୍ଷରୁ ଶିକ୍ଷାବିତ୍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍ ଡିଗ୍ରୀ (ଡକ୍ଟୋରେଟ୍ ଅଫ୍ ସାଇନ୍ସ) ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର ୧୪ତମ ସମାବର୍ତ୍ତନ ଉତ୍ସବ ଅବସରରେ ବୁଧବାର…
Read More...
Read More...