Browsing Tag

amit saha

୨୫ ତାରିଖରେ ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ଅମିତ୍ ଶାହ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡ଼ିଶାରେ ‘ମା, ମାଟି, ମାତୃଭାଷା, ଓଡିଆ ଅସ୍ମିତା’ର ସୁରକ୍ଷାକୁ ମୁଖ୍ୟ ପ୍ରସଙ୍ଗ କରି ନିର୍ବାଚନରେ ଲଢ଼େଇ କରିବ ଭାରତୀୟ ଜନତା ପାର୍ଟି । ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତନର ନିର୍ବାଚନ ହେବ । ଉଭୟ କେନ୍ଦ୍ର ଓ ଓଡିଶାରେ ବିଜେପିର ସରକାର ଗଠନ…
Read More...

‘ହିନ୍ଦୀ ଭାଷା ଦେଶରେ ଏକତା ଏବଂ ପ୍ରଗତିକୁ ଆଗେଇରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରୁଛି’

ନୂଆଦିଲ୍ଲୀ: ହିନ୍ଦୀ ଭାଷା କେବେ ଅନ୍ୟ କୌଣସି ଭାରତୀୟ ଭାଷା ସହିତ ପ୍ରତିଯୋଗିତା କରିନାହିଁ କିମ୍ବା କରିବ ନାହିଁ ବୋଲି କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସହକାରିତା ମନ୍ତ୍ରୀ ଶ୍ରୀ ଅମିତ ଶାହ କହିଛନ୍ତି । ହିନ୍ଦୀ ଦିବସ ପାଳନ ଅବସରରେ ଶ୍ରୀ ଶାହ ଭାଷାଗତ ବିବିଧା ପାଇଁ ପରିଚିତ ଏକ ରାଷ୍ଟ୍ରରେ…
Read More...

ଦେଶର ବିଭାଜନ ବେଳେ ବଳିଦାନ ଦେଇଥିବା ସଂଗ୍ରାମୀଙ୍କୁ ମୋର ନମସ୍କାର: ମୋଦୀ

ନୂଆଦିଲ୍ଲୀ: ଆଜି ଦେଶରେ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳନ କରୁଛି । ବିଭାଜନ ସମୟରେ ଦେଶରେ ପ୍ରାଣ ହରାଇଥିବା ଲୋକଙ୍କୁ ମନେ ରଖିବା ଏବଂ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଏହି ଦିନ ପାଳନ କରାଯାଇଛି । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହା ପ୍ରାଣ ହରାଇଥିବା…
Read More...

ରାଜ୍ୟର ବୁଥ୍ ସଂଗଠନକୁ ସଶକ୍ତ କରିବା ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଦେଇଛନ୍ତି ଗୁରୁମନ୍ତ୍ର : ମନମୋହନ ସାମଲ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରାଜ୍ୟର ପ୍ରତ୍ୟେକ ବୁଥ୍ ସଂଗଠନକୁ ସଶକ୍ତ କରିବା ପାଇଁ ନିଷ୍ଠାର ସହ କାର୍ଯ୍ୟ କରିବାକୁ କାର୍ଯ୍ୟକର୍ତାମାନଙ୍କୁ ଆହ୍ୱାନ କରିବା ସହ ଗୁରୁମନ୍ତ୍ର ଦେଇଛନ୍ତି ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାରତୀୟ ଜନତା ପାର୍ଟି…
Read More...

କେନ୍ଦ୍ର ସରକାରଙ୍କ ସହଯୋଗରେ ବିକାଶର ଧାରା ଆଗକୁ ନେଉଛୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି କେନ୍ଦ୍ର ସ୍ବରାଷ୍ଟ୍ର ଓ ସହକାରୀତା ମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାମାକ୍ଷାନଗର-ଡୁବୁରୀ ୪ ଲେନ୍ ବିଶିଷ୍ଟ ଜାତୀୟ ରାଜପଥ-୫୩ ଓ ମୋଟେର- ବାନେର ଲଡ଼ୁଗାଁ ରାସ୍ତାର ସଂପ୍ରସାରଣ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଲୋକସଭା ଭବନରେ…
Read More...

ମୋଦି ସରକାରରେ ଓଡ଼ିଶାକୁ ୯ ବର୍ଷରେ ମିଳିଛି ୧୮ ଲକ୍ଷ ୮୩ ହଜାର କୋଟିରୁ ଅଧିକ ଅର୍ଥ – ଧର୍ମେନ୍ଦ୍ର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଯୋଜନା, କେନ୍ଦ୍ରୀୟ ଅନୁଦାନ, ଟିକସ ଭାଗ ଓ କେନ୍ଦ୍ରୀୟ ଉଦ୍ୟୋଗ ମାନଙ୍କ ବ୍ୟୟ ବରାଦକୁ ମିଶାଇ ଗତ ୯ ବର୍ଷରେ ୧୮ ଲକ୍ଷ ୮୩ ହଜାର କୋଟିରୁ ଉର୍ଦ୍ଧ୍ୱ ଅର୍ଥ ସହାୟତା ଦେଇଛନ୍ତି ବୋଲି କହିଛନ୍ତି…
Read More...

ଓଡ଼ିଶାରେ ଦୁଇଟି ରାଜପଥ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ପୂର୍ବାଂଚଳର ବିକାଶ ହେଲେ ଭାରତର ବିକାଶ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଏବଂ ଏହି ବିକାଶ କାମରେ ମୋଦି ସରକାରରେ ଓଡ଼ିଶାକୁ ବିଶେଷ ଗୁରୁତ୍ୱ ଦିଆଯାଇଛି ବୋଲି ଶନିବାର ଭୁବନେଶ୍ୱର ସ୍ଥିତ ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ…
Read More...

ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ବିଳମ୍ବିତ ରାତିରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁୁୁ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ବିଭିନ୍ନ ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ ଗୃହମନ୍ତ୍ରୀଙ୍କୁ ସ୍ୱାଗତ…
Read More...

ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହା

ଭୁବନେଶ୍ୱର,(ରିପୋଟର୍ସ ପେନ) : ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହ । ଶ୍ରୀ ଶାହ ଶୁକ୍ରବାର ରାତ୍ରିରେ ଦିଲ୍ଲୀରୁ ବିମାନ ଯୋଗେ ଆସି ଭୁବନେଶ୍ୱରରେ ପଂହଚିବେ । ଶନିବାର ଦିନ ସକାଳେ ଶ୍ରୀ ଶାହ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy