Browsing Tag

baijaynt panda

୨୦୨୪ ନିର୍ବାଚନରେ ବିଜେପିର ବିଜୟ ସ୍ପଷ୍ଟ: ବିଜେପି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ଭାରତୀୟ ଜନତା ପାର୍ଟିର ଗୋଟିଏ ମହତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ…
Read More...

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଗତ ୧୦ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ଦୃତଗତିରେ ଆଗକୁ ବଢ଼ିଛି । ସାରା ବିଶ୍ୱରେ ଭାରତ ପ୍ରଶଂସାର ପାତ୍ର ହୋଇପାରିଛି । ସମଗ୍ର ବିଶ୍ୱ ଆଜି ମୋଦିଜୀଙ୍କ ସାହାଯ୍ୟ ଲୋଡୁଛି । ବିଶ୍ୱର ୫ମ ଅର୍ଥନୀତି ରାଷ୍ଟ୍ରରୁ ୩ୟ ରାଷ୍ଟ୍ର…
Read More...

ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ ସଫଳ; ଲାଓସରୁ ଫେରୁଛନ୍ତି ଫସିଥିବା ୧୭ ଓଡିଆ ଶ୍ରମିକ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଲାଓସରେ ଫସି ରହିଥିବା ୧୭ ଜଣ ଓଡିଆ ଶ୍ରମିକ ଆସନ୍ତା କାଲି ଓଡିଶାରେ ପହଞ୍ଚିବା ନେଇ ଦୂତାବାସ ତରଫରୁ ସୂଚନା ମିଳିଛି। ଫସିଥିବା ୧୭ ଓଡିଆ ଶ୍ରମିକଙ୍କୁ…
Read More...

କେନ୍ଦ୍ରାପଡା: ବୈଜୟନ୍ତଙ୍କ ଚେର କାଟିବ ବିଜେପି!

ଭୁବନେଶ୍ୱର/କେନ୍ଦ୍ରାପଡା, (ରିପୋଟର୍ସ ପେନ୍‌): ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ଏଥର ପୁଣି ବିଜେପି ଟିକେଟରୁ କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ହୋଇଛନ୍ତି । ଏଥର କିନ୍ତୁ ତାଙ୍କୁ ନିଜ ଦଳ ଭିତରେ ବିରୋଧର ଶୀକାର ହେବାକୁ ପଡିଛି । ଅଣ୍ଟି ଛୁରୀ ତଣ୍ଟି କାଟିବା ପରି ନିଜ ଲୋକମାନେ ତାଙ୍କ ଚେର…
Read More...

ବୌଦ୍ଧ ଚନ୍ଦ୍ରଚୁଡ ମନ୍ଦିରରେ ବୈଜୟନ୍ତ ପଣ୍ଡାଙ୍କ ସଫେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଥିବା ବେଳେ ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଆଜି ବୌଦ୍ଧରେ ପହଞ୍ଚି ସେଠାରେ ଥିବା ବାବା ଚନ୍ଦ୍ରଚୁଡ ମନ୍ଦିରରେ ସଫେଇ କାର୍ଯ୍ୟକ୍ରମରେ ସାମିଲ…
Read More...

ବୈଜୟନ୍ତ ପଣ୍ଡାଙ୍କ ପ୍ରଚେଷ୍ଟାରେ ଗବୋନରୁ ଫେରୁଛନ୍ତି ଆଉ ୫ ଶ୍ରମିକ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଥିବା ୨୧ ଜଣ ଶ୍ରମିକଙ୍କ ମଧ୍ୟରୁ ଚଳିତ ମାସ ୨୬ ତାରିଖରେ ୫ଜଣ ଭାରତ ଫେରିଆସିଥିବା ବେଳେ ଆଜି ଦ୍ବିତୀୟ ପର୍ଯ୍ୟାୟରେ…
Read More...

ଆଫ୍ରିକାରେ ଫସିଛନ୍ତି ୨୧ ଶ୍ରମିକଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଥିବା ୨୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି…
Read More...

ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ବିଜେପି ଜାତୀୟ ଉପସଭାପତି ତଥା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ ମିଳିଛି । ମନ୍ତ୍ରୀ ନବ ଦାସଙ୍କ ଭଳି ଅବସ୍ଥା ଜୟ ପଣ୍ଡାଙ୍କର କରାଯିବ ବୋଲି ଶ୍ରୀ ପଣ୍ଡାଙ୍କର ସହାୟକଙ୍କୁ କେହି ଜଣେ ଫୋନ୍ ମାଧ୍ୟମରେ ଧମକ ଦେଇଛି । ଏହି ଧମକପୂର୍ଣ୍ଣ କଲ୍…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy