Browsing Tag

bjd politics

ତଳସରା ଓ ରାଜଗାଙ୍ଗପୁରରେ ପାଣ୍ଡିଆନଙ୍କ ପ୍ରଚାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ଅପରାହ୍ନରେ ବିଜୁ ଜନତାଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ସୁନ୍ଦରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତଳସରା ଓ ରାଜଗାଙ୍ଗପୁରରେ ବିଜୁ ଜନତା ଦଳର ପ୍ରାର୍ଥୀମାନଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ଲୋକସଭା ପ୍ରାର୍ଥୀ ଶ୍ରୀ…
Read More...

ବେଗୁନିଆ ଓ ଟାଙ୍ଗୀରେ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ବେଗୁନିଆ ଓ ଟାଙ୍ଗୀ ଠାରେ ନିର୍ବାଚନ ପ୍ରଚାର କରି ବିରୋଧୀଙ୍କୁ ଶାଣିତ ଆକ୍ରମଣ କରିଛନ୍ତି। ବେଗୁନିଆ ଏବଂ ଟାଙ୍ଗୀ ଠାରେ ବିଧାୟକ ପ୍ରାର୍ଥୀ ପ୍ରଦୀପ କୁମାର…
Read More...

ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍‍ ପ୍ରଚାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରେ ମାରାଥନ୍‍ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ଏହି ତିନୋଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…
Read More...

ବିଜେଡିର ମେନିଫେଷ୍ଟୋ : ଯୁବକ ହିଁ ଓଡିଶାର ସଫଳତାର କାହାଣୀ ଲେଖିବେ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜେଡିର ନିର୍ବାଚନୀ ଇସ୍ତେହାର ପ୍ରକାଶ ପାଇଛି । ଏଥିରେ ଅନେକ କିଛି ଯୋଜନା କଥା ଉଲ୍ଲେଖ କରାଯାଇଥିବା ବେଳେ ଯୁବକମାନଙ୍କୁ ବିଶେଷ ପ୍ରଧାନ୍ୟ ଦିଆଯାଇଛି । ଏହି ମନିଫେଷ୍ଟୋ ଓଡ଼ିଶାରେ ଇତିହାସ ଲିପିବଦ୍ଧ କରିବ। ଗତ 24 ବର୍ଷ ମଧ୍ୟରେ, ବିଜେଡି ସରକାର…
Read More...

‘ଅତାବିରା ଓ ଭଟଲିରେ ଜନସମୁଦ୍ର ବିରୋଧୀଙ୍କ ମନୋବଳ ଭାଙ୍ଗି ଦେଇଛି’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ବରଗଡ ଲୋକସଭା ନିର୍ବାଚନ ମଣ୍ଡଳୀ କ୍ଷେତ୍ରରେ ଧୁଆଁଧାର ପ୍ରଚାର କରିଛନ୍ତି। ଆଜି ସକାଳେ ସେ ପଦମ୍‌ପୁର ଓ ବିଜେପୁରରେ ନିର୍ବାଚନ ପ୍ରଚାର କରିଥିବା ବେଳେ ଅପରାହ୍ନରେ ଅତାବିରା ଓ ଭଟଲିରେ…
Read More...

ଅସନ୍ତୁଷ୍ଟଙ୍କୁ ମନାଇବା ଲାଗି ବାପୁ ବାଣ୍ଟିଲେ ୩ କୋଟି!

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନିଜ ନିର୍ବାଚନ ମଣ୍ଡଳୀ ଛାଡି ବିଧାୟକ ବାପୁ ଓରଫ ସୁଶାନ୍ତ ରାଉତ କିଛିଦିନ ହେଲା ‘ଭୁବନେଶ୍ୱର ମଧ୍ୟ ଆସନ’ରେ ମୁଣ୍ଡ ପୁରାଇଛନ୍ତି । ବୁନୁ ବିରୋଧୀଙ୍କୁ ମନାଇବା ଲାଗି ଆପ୍ରାଣ ଚେଷ୍ଠା ବିଫଳ ହେବା ପରେ ଏବେ ରାତିଅଧିଆ ଟଙ୍କା ଦେଇ ମ୍ୟାନେଜ କରିବାକୁ…
Read More...

କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, ବିଶାଳ ରୋଡ ସୋ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ବିଜୁଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଗଞ୍ଜାମର ହିଞ୍ଜିଳି-ଶେରଗଡ଼ ଓ ଖଲ୍ଲିକୋଟରେ ମାରାଥନ ପ୍ରଚାର ଓ ରୋଡ ସୋ ଆରମ୍ଭ କରିଛନ୍ତି । ଉଭୟ ସ୍ଥାନରେ ରାସ୍ତାର ଦୁଇପାର୍ଶ୍ୱରେ ଉପସ୍ଥିତ ଜନସାଧାରଣ ଶ୍ରୀ ପାଣ୍ଡିଆନଙ୍କୁ ଭବ୍ୟ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy