Browsing Tag

bjp politics

ଓଡ଼ିଶାର ଲୋକେ ରାଜ୍ୟରେ ବିଜେପିର ଡବଲ ଇଂଜିନ ସରକାର ଗଠନ କରିବେ : ନଡ୍ଡା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଆଜି ରବିବାର ଓଡ଼ିଶାର ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରି କହିଛନ୍ତି ଯେ, ରାଜ୍ୟର ବିଜେଡି ସରକାର ମୁଷ୍ଟିମେୟ ନେତା ଓ ଅଫିସରଙ୍କ ଦ୍ୱାରା ଦୁର୍ନୀତି ଓ ବାବୁରାଜ ଚାଲିଛି ଏବଂ…
Read More...

‘ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ’ ଅଭ୍ୟାସଗତ ଆଚରଣବିଧି ଉଲଘଂନକାରୀ: ସମୀର ମହାନ୍ତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜେଡି ନେତା ଭୈରବ ପାଣ୍ଡିଆନ ଗତକାଲି ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ୱତନ୍ତ୍ର ସଚିବ ଭିନ୍ନିଲ କ୍ରିଷ୍ଣା ଉପସ୍ଥିତ ଥିଲେ । ତାଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ଆହୁରି ଅନେକ ଅଧିକାରୀ ମଧ୍ୟ ସେଠାରେ…
Read More...

ପରାଜୟ ଡିଲ୍‌: ବିଜେଡି ସହ ସନ୍ଥି କରୁଛି ବିଜେପି!

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସାଧାରଣ ନିର୍ବାଚନ ଆରମ୍ଭ ହୋଇଯାଇଥିବା ବେଳେ ରାଜ୍ୟରେ ଏବେ ପ୍ରଚାର ଜୋରଦାର ହୋଇଛି । ପ୍ରାର୍ଥୀମାନେ ଅସହ୍ୟ ଖରାକୁ ଖାତିର ନକରି ଲୋକଙ୍କ ପାଖକୁ ଯାଇ ଭୋଟ ଭିକ୍ଷା କରୁଛନ୍ତି । କିପରି ବିଜୟ ଲାଭ କରିବେ, ସେନେଇ ସମସ୍ତେ ଦିନରାତି ଏକ କରି ଦେଇଛନ୍ତି ।…
Read More...

ଆଜି ନିର୍ବାଚନ ପ୍ରଚାର ପାଇଁ ଆସୁଛନ୍ତି ଜେ.ପି.ନଡ୍ଡା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶାରେ ଏଥର, ବିଜେପି ସରକାର । ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତନର ନିର୍ବାଚନ ହେବ । ଉଭୟ କେନ୍ଦ୍ର ଓ ଓଡିଶାରେ ବିଜେପିର ସରକାର ଗଠନ ହେବ । ଓଡ଼ିଶାରେ ‘ମା, ମାଟି, ମାତୃଭାଷା, ଓଡିଆ ଅସ୍ମିତା’ର ସୁରକ୍ଷାକୁ ମୁଖ୍ୟ ପ୍ରସଙ୍ଗ କରି…
Read More...

ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲଘଂନ କରୁଥିବା ବିଜେଡି ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ: ଗୋଲକ…

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜେଡି ପ୍ରତି ଓଡିଶାବାସୀ ବିମୁଖ ହେଉଛନ୍ତି । ଆଗାମୀ ସାଧାରଣ ନିର୍ବାଚନରେ ବିଜେଡିକୁ କେହି ଭୋଟ ଦେବେନି ଏବଂ ଗାଦିଚ୍ୟୁତ କରିବେ ବୋଲି ସ୍ପଷ୍ଟ ହୋଇଗଲାଣି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ସରକାରୀ ଅଧିକାରୀ ଓ ଜନତାଙ୍କୁ ପ୍ରଲୋଭନ ଦେଖାଇ…
Read More...

ଚାରିଦ୍ୱାର ନଖୋଲି ବିଜେଡି ସରକାର ମହାପ୍ରଭୁ ଶ୍ରୀଜଗନ୍ନାଥ ଭକ୍ତଙ୍କୁ ଯନ୍ତ୍ରଣା ଦେଉଛନ୍ତି: ଅନିଲ ବିଶ୍ୱାଳ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରରେ ଚାରି ଦ୍ୱାରର ଧାର୍ମିକ ମହତ୍ୱ ରହିଛି । କେବଳ ସେତିକି ନୁହେଁ ସେହି ଚାରି ଦ୍ୱାର ସଂପୂର୍ଣ୍ଣ ଖୋଲା ରହିଲେ ଭକ୍ତମାନେ ସୁରୁଖୁରୁରେ ଜଗା ଦର୍ଶନ କରିପାରନ୍ତେ । କିନ୍ତୁ ଓଡ଼ିଶାରେ ଶାସନରେ ଥିବା ବିଜେଡିର ହିନ୍ଦୁ ବିରୋଧୀ…
Read More...

ପାଣ୍ଡିଆନଙ୍କୁ କ୍ଷମତା ଦେବା ପାଇଁ ନବୀନ ବାବୁ ୨ଟି ଆସନରୁ ଲଢ଼ୁଛନ୍ତି: ସମୀର ମହାନ୍ତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଭୈରବ ପାଣ୍ଡିଆନଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି । ଏଥିରୁ ପ୍ରମାଣିତ ହୋଇଗଲା ଯେ, ସେ ହେଉଛନ୍ତି ବିଜେଡିର ଦୁଇ ନମ୍ବର ନେତା । ନବୀନ ବାବୁଙ୍କ ପରେ ସେ ହେଉଛନ୍ତି ବିଜେଡିର ନୂଆ ମାଲିକ । ନବୀନ ବାବୁ ଦୁଇଟା ଆସନ ଲଢିବା ପଛର ଉଦ୍ଦେଶ୍ୟ…
Read More...

‘ଓଡିଶାରେ ପ୍ରଥମ ଥର ପାଇଁ ବିଜେପିର ପୂର୍ଣ ବହୁମତ ବିଶିଷ୍ଟ ସରକାର ଗଠନ ହେବାକୁ ଯାଉଛି’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  କେନ୍ଦ୍ରୀୟ ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଗୁରୁବାର ଦିନ ଓଡିଶାର ସୋନପୁରଠାରେ ଜନସଭାକୁ ସମ୍ବୋଧିତ କରି ରାଜ୍ୟର ବିକାଶ ନ ହେବା ପାଇଁ ବର୍ତମାନର ଓଡିଶା ସରକାରଙ୍କୁ ସମାଲୋଚନା କରିଛନ୍ତି ଓ ଓଡିଶାରେ ବିଜେପି ସରକାରଙ୍କ ଯୋଜନା ଗୁଡିକୁ ରେଖାଂକିତ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy