Browsing Tag

CM Mohan Majhi

୧୫୪୦ ଅଭିଯୋଗ ପଞ୍ଜୀକୃତ, ୫୦୦୦ ରୁ ଅଧିକ ଲୋକଙ୍କୁ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଯେଉଁଠି ସରକାର ଲୋକଙ୍କ ସହିତ ଥାଆନ୍ତି, ଲୋକଙ୍କ ସୁଖ ଦୁଃଖ ଶୁଣନ୍ତି, ସେଇଠି ହିଁ ପ୍ରକୃତ ଗଣତନ୍ତ୍ର ଦେଖିବାକୁ ମିଳିଥାଏ। ଆଜି ଜୁଲାଇ ମାସର ପ୍ରଥମ ଦିନ, ପ୍ରଥମ ସୋମବାରରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ…
Read More...

ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ଲୋକ ସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଓ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କ ସହ ସାକ୍ଷାତ କରିବା ସହ ଓଡ଼ିଶାର ସାମଗ୍ରିକ ବିକାଶ ଦିଗରେ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି କେନ୍ଦ୍ର…
Read More...

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତିନି ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଦିଲ୍ଲୀରେ ଏହି ସମୟରେ ସେ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ…
Read More...

ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସବୁଦିନ ପରି ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ପ୍ରାୟ ଏକ ହଜାର ଲୋକଙ୍କ ସମାବେଶ। ସମସ୍ତେ ଅପେକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ସେମାନଙ୍କ ସମସ୍ୟା ଶୁଣିବେ ଓ ଅଭିଯୋଗ ପତ୍ର ଗ୍ରହଣ କରିବେ। ସକାଳର ବ୍ୟସ୍ତ…
Read More...

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ…
Read More...

ମୁଖ୍ୟମନ୍ତ୍ରୀ ଓ ଛତିଶା ନିଯୋଗ ବୈଠକ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟ ଅତିଥି ଭବନ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟମାନଙ୍କ ସହ ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ସମାପନ କରିବା ପାଇଁ ଆଲୋଚନା କରିଛନ୍ତି। ଚଳିତ ବର୍ଷ ରଥଯାତ୍ରା ଏକ ବିରଳ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy