Browsing Tag

CM Mohan Majhi

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ…
Read More...

ମୁଖ୍ୟମନ୍ତ୍ରୀ ଓ ଛତିଶା ନିଯୋଗ ବୈଠକ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟ ଅତିଥି ଭବନ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟମାନଙ୍କ ସହ ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ସମାପନ କରିବା ପାଇଁ ଆଲୋଚନା କରିଛନ୍ତି। ଚଳିତ ବର୍ଷ ରଥଯାତ୍ରା ଏକ ବିରଳ…
Read More...

ଓଡିଶାବାସୀଙ୍କ ଆଶା ଓ ଆକାଂକ୍ଷା ପୁରଣ କରିବା ମୋର ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର ସାଥୀ ସାଜିଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ…
Read More...

କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ଵ ଗ୍ରହଣ ପରେ ଆଜି ପ୍ରଥମ ଥର ପାଇଁ କଟକ ଗସ୍ତ କରି ପୂଜ୍ୟ ପୂଜାର ଧାରା ଜାରୀ ରଖିଛନ୍ତି। କଟକର ଓଡ଼ିଆ ବଜାର ଠାରେ ନେତାଜୀ ଜନ୍ମ ପୀଠ ପରିଦର୍ଶନ କରି ସେ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀରେ…
Read More...

ସ୍କୁଲ ଖୋଲିବା ପ୍ରସଙ୍ଗ; ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ପାଣିପାଗ ବିଭାଗ ସୂଚନା କୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର…
Read More...

ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସଠିକ୍ ଭାବେ ଅପରାଧ ନିୟନ୍ତ୍ରଣ ସହ ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy