Browsing Tag

CM Naveen pattanaik

ମୟୁରଭଞ୍ଜ, ବାଲେଶ୍ୱର ଓ ଯାଜପୁର ଲୋକସଭା କ୍ଷେତ୍ରରେନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ, ବାଲେଶ୍ୱର, ଓ ଯାଜପୁର ଲୋକସଭା କ୍ଷେତ୍ରରେ ନିର୍ବାଚନ ପ୍ରଚାର କରିଛନ୍ତି । ରାଇରଙ୍ଗପୁର, ବାରିପଦା, ବାଲେଶ୍ୱର ଓ କୋରେଇ ଠାରେ ଆୟୋଜିତ ନିର୍ବାଚନୀ ସଭାରେ ବିପୁଳ…
Read More...

ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ଭଦ୍ରକ ଇଡକୋ ପଡିଆରେ ଆୟୋଜିତ ନିର୍ବାଚନୀ ସଭାରେ ଜନତାଙ୍କ ବିପୁଳ ଉତ୍ସାହ ଦେଖି…
Read More...

ଜୁଲାଇରୁ ବିଜୁଳି ବିଲ ଛାଡ଼, କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ହେବ ପ୍ୟାକେଜ୍‍ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ଠାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ସମ୍ୱଲପୁର ପି.ଏଚ୍‍.ଡି. ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ…
Read More...

ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ସୋ’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜଧାନୀ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମେଗା ରୋଡ ସୋ’ କରି ଦଳୀୟ ପ୍ରାର୍ଥୀଙ୍କ ଲାଗି ଭୋଟ ମାଗିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗୋଟିଏ ଝଲକ ପାଇବା ଓ ତାଙ୍କ ପାଖରୁ କିଛି ଶୁଣିବା ପାଇଁ ରାଜଧାନୀ ରାସ୍ତାରେ ଶହଶହ…
Read More...

ବହୁ ଦିନ ହେଲା ବି.ଜେ.ପି ଦିନରେ ସ୍ୱପ୍ନ ଦେଖୁଛି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କଳାହାଣ୍ଡି ଲୋକସଭା କ୍ଷେତ୍ର ଭବାନୀପାଟଣା ଓ ଖଡିଆଳରେ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ବାଚନ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କୁ ଡବଲ ଶଙ୍ଖରେ ଭୋଟ ଦେଇ ଜିତାଇବାକୁ ଅନୁରୋଧ କରିଛନ୍ତି। ଭବାନୀପାଟଣା ସଭା…
Read More...

ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ନିର୍ବାଚନ ମଣ୍ତଳୀରୁ ନାମାଙ୍କନ ଦାଖଲ କରିବେ। ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ନବୀନ। ଏନେଇ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ସକାଳ ୧୦ଟାରୁ ୨୫ରେ…
Read More...

ଆଜି ହିଞ୍ଜିଳିରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଆରମ୍ଭ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ । ବିଜେଡି ସୁପ୍ରିମୋ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ କରି ପ୍ରତ୍ୟକ୍ଷ ଭାବେ ପ୍ରଚାର ମୈଦାନକୁ ଓହ୍ଲାଇବେ ବୋଲି ସୂଚନା ମିଳିଛି । ଗଂଜାମରେ ମୁଖ୍ୟମନ୍ତ୍ରୀ…
Read More...

ବଡପଡାରେ ନୂତନ ଶିକ୍ଷା ସୌଧ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ଆଜି ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍‌ଘାଟନ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy