Browsing Tag

cm odisha

ଜୁଲାଇରୁ ବିଜୁଳି ବିଲ ଛାଡ଼, କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ହେବ ପ୍ୟାକେଜ୍‍ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ଠାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ସମ୍ୱଲପୁର ପି.ଏଚ୍‍.ଡି. ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ…
Read More...

ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ସୋ’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜଧାନୀ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମେଗା ରୋଡ ସୋ’ କରି ଦଳୀୟ ପ୍ରାର୍ଥୀଙ୍କ ଲାଗି ଭୋଟ ମାଗିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗୋଟିଏ ଝଲକ ପାଇବା ଓ ତାଙ୍କ ପାଖରୁ କିଛି ଶୁଣିବା ପାଇଁ ରାଜଧାନୀ ରାସ୍ତାରେ ଶହଶହ…
Read More...

ବଲାଙ୍ଗୀରରେ ନବୀନଙ୍କ ବିଶାଳ ସଭା, ଲୋକଙ୍କ ଭିତରେ ବିପୁଳ ଉତ୍ସାହ, ଖୁସିର ଲହର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ଲୋକସଭା ପ୍ରାର୍ଥୀ ସୁରେନ୍ଦ୍ର ସିଂଭୋଇ ଏବଂ ବିଧାନସଭା ପ୍ରାର୍ଥୀ ଭାବେ ନିଜ…
Read More...

ଗ୍ରାମ୍ୟ ସାଧନ କର୍ମୀ ମାନଙ୍କ ଦୈନିକ ପାରିଶ୍ରମିକରେ ବୃଦ୍ଧି

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ…
Read More...

ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ…
Read More...

ଆଜିଠୁ ଏହି ଦୁଇ ଜିଲ୍ଲାରେ ଗଡି଼ବ ‘ମୋ ବସ୍’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଏ-ଣିକି ଯାତ୍ରା ହେବ ଆହୁରି ସହଜ।  କାହିଁକିନା ଆଜିଠୁ ଆଉ ଦୁଇ ଜିଲ୍ଲାରେ ଗଡ଼ିବ 'ମୋ ବସ୍' । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର୍ ଜିଲ୍ଲାରେ ମୋ ବସ୍ ସେବାର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ…
Read More...

୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ନୂଆ ଫର୍ଦ୍ଦ । ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେବ ଆହୁରି ସୁଦୃଢ । ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କଲେ…
Read More...

ନବୀନଙ୍କ ପ୍ରଭାବ କମୁଛି, ଶକ୍ତିଶାଳୀ ହେଉଛନ୍ତି ଅଶ୍ୱିନୀ

ନୂଆଦିଲ୍ଲୀ : ଓଡ଼ିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଭାବ କମିବାରେ ଲାଗିଛି । ପ୍ରତିବର୍ଷ ନବୀନଙ୍କ ପ୍ରଭାବ କମୁଥିବା ବେଳେ ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରଭାବ ବଢୁଛି । ଏକ କଥା ଜାତୀୟ ଗଣମାଧ୍ୟମ ଇଣ୍ଡିଆନ ଏକ୍ସପ୍ରେସ୍‌ରେ ପ୍ରକାଶ ପାଇଛି । । ଇଣ୍ଡିଆନ୍‍…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy