Browsing Tag

cm odisha

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ ଗେଟ୍ସ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା କରିଛନ୍ତି ବିଲ ଗେଟ୍ସ । ଏହା ପୂର୍ବରୁ କୃଷି ଭବନରେ କୃଷୀ ସମୀକ୍ଷା କେନ୍ଦ୍ର ପରିଦର୍ଶନ କରିବା ସହ କୃଷି କ୍ଷେତ୍ରର ଉନ୍ନତି ପାଇଁ ରିମୋଟ ସେନ୍ସିଂ ଓ ସ୍ପେସେ୍ ଆପ୍ଲିକେସନ ବ୍ୟବହାର…
Read More...

୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୫ ପୌର ପରିଷଦ ଗଠନ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟରେ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ ନିଷ୍ପତ୍ତି ନେଇଛନ୍ତି ସରକାର। ଏଣେ ୫ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନୂତନ ପୌର ପରିଷଦ ହେଲା…
Read More...

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ରୂପାନ୍ତରିକରଣର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରିବାକୁ ଆଜି ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ…
Read More...

 ଦେଶରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଖାଲି ରାଜ୍ୟ ନୁହେଁ ବରଂ ସାରା ଦେଶରେ ବେଶ ଲୋକପ୍ରିୟ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିକଟରେ କରାଯାଇଥିବା ଏକ ସର୍ଭରୁ ଏହା ସ୍ପଷ୍ଟ ହୋଇଛି । ନବୀନଙ୍କ ପଛକୁ ରହିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଖବର ଅନୁଯାୟୀ,…
Read More...

‘ଆମ ହସ୍ପିଟାଲ’ ଲୋକାର୍ପିତ, ୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ

ଭୁବନେଶ୍ୱର,(ରିପୋଟର୍ସ ପେନ) : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୫ଟି ଜିଲ୍ଲାରେ ୭୩ଟି ‘ଆମ ହସ୍ପିଟାଲ’, ୫ଟି ଉପଖଣ୍ଡସ୍ତରୀୟ ଡାଏଲେସିସ୍‌ ସେଣ୍ଟର ଲୋକାର୍ପଣ କରିବା ସହିତ ରାଜ୍ୟର ସମସ୍ତ ଜିଲ୍ଲା ସଦରମହକୁମା ଡାକ୍ତରଖାନାରେ IVRS ପଦ୍ଧତିରେ ରୋଗୀ ମତାମତ ସଂଗ୍ରହ…
Read More...

କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ବାର୍ଷିକ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି

ଭୁବନେଶ୍ୱର,(ରିପୋଟର୍ସ ପେନ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮…
Read More...

ଚୌଦ୍ୱାର  ତା’ର ହୃତଗୌରବ ଫେରି ପାଇବାକୁ ଯାଉଛି- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରିପୋଟର୍ସ ପେନ) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ। ଏହି…
Read More...

ପାରାଦୀପରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯାଇ ପାରାଦୀପର ଢିଙ୍କିଆଠାରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଭିତ୍ତିପ୍ରସ୍ତର ଦେଇଛନ୍ତି। ଏହି ପ୍ରକଳ୍ପ ହେଉଛି JSW Utkal Steel Limited ର ୬୫ ହଜାର କୋଟି ଟଙ୍କା…
Read More...

‘ଆମ ବସ୍‌ ଷ୍ଟାଣ୍ଡ’ ଯୋଜନା : ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍‌ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡା,…
Read More...

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy