Browsing Tag

cmo odisha

ଆଜି ହିଞ୍ଜିଳିରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଆରମ୍ଭ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ । ବିଜେଡି ସୁପ୍ରିମୋ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ କରି ପ୍ରତ୍ୟକ୍ଷ ଭାବେ ପ୍ରଚାର ମୈଦାନକୁ ଓହ୍ଲାଇବେ ବୋଲି ସୂଚନା ମିଳିଛି । ଗଂଜାମରେ ମୁଖ୍ୟମନ୍ତ୍ରୀ…
Read More...

ବଡପଡାରେ ନୂତନ ଶିକ୍ଷା ସୌଧ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ଆଜି ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍‌ଘାଟନ…
Read More...

ଜୟପୁରରେ ସ୍ପୋର୍ଟସ କମ୍ପ୍ଲେକ୍ସ ଓ ବିଭିନ୍ନ ଜିଲ୍ଲାରେ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭ ଉଦ୍‌ଘାଟନ କଲେ…

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧…
Read More...

ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ…
Read More...

ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ…
Read More...

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ନୀଳମାଧବ ନିବାସ ଲୋକାର୍ପିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୀଳମାଧବ ନିବାସର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ପାଇଁ ଜମି ଅପେକ୍ଷା ଲୋକେ ଅଧିକ ଗୁରୁତ୍ବପୂର୍ଣ୍ଣ। ସହରରେ କେହି ଝୁମ୍ପୁଡ଼ି ଘରେ ରହିବେ ନାହିଁ। ଏଥିପାଇଁ ଆବାସ ଯୋଜନା ଜରିଆରେ ଫ୍ଲାଟ…
Read More...

ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ କରାଯାଉଥିବା ଏହି ଭବନ…
Read More...

ସମସ୍ତଙ୍କୁ ମିଳିଲା, ପୋଲିସ ଓ ସାମ୍ବାଦିକ ନିରାଶ!

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ବର୍ଗର ଲୋକଙ୍କୁ ସନ୍ତୁଷ୍ଟ କରିବାକୁ ଉଦ୍ୟମ କରିଛନ୍ତି । କଳାକାରଙ୍କ ଠାରୁ ଆରମ୍ଭ କରି ନିର୍ମାଣ ଶ୍ରମିକ ପର୍ଯ୍ୟନ୍ତ ସମସ୍ତଙ୍କ ଭତ୍ତା ଓ ପେନ୍‌ସନ ଆଦି ବୃଦ୍ଧି କରିଛନ୍ତି । ଯାହା ନିଶ୍ଚିତ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy