Browsing Tag

cmo odisha

ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ କରାଯାଉଥିବା ଏହି ଭବନ…
Read More...

ସମସ୍ତଙ୍କୁ ମିଳିଲା, ପୋଲିସ ଓ ସାମ୍ବାଦିକ ନିରାଶ!

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ବର୍ଗର ଲୋକଙ୍କୁ ସନ୍ତୁଷ୍ଟ କରିବାକୁ ଉଦ୍ୟମ କରିଛନ୍ତି । କଳାକାରଙ୍କ ଠାରୁ ଆରମ୍ଭ କରି ନିର୍ମାଣ ଶ୍ରମିକ ପର୍ଯ୍ୟନ୍ତ ସମସ୍ତଙ୍କ ଭତ୍ତା ଓ ପେନ୍‌ସନ ଆଦି ବୃଦ୍ଧି କରିଛନ୍ତି । ଯାହା ନିଶ୍ଚିତ…
Read More...

ଗୋଟିଏ ଦିନରେ ୩୦୩୭ କୋଟି ଟଙ୍କାରେ ୫୨ ପ୍ରକଳ୍ପର ହେଲା ଶୁଭାରମ୍ଭ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମାର୍ଚ୍ଚ ୨ ତାରିଖ ଶନିବାର ରାଜ୍ୟର ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଶନିବାର ୩୦୩୭ କୋଟି ଟଙ୍କାରେ ୫୨ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯେଉଁଥିରେ ୪ ଜିଲ୍ଲାରେ ୧୩୧…
Read More...

ମିଶନ ଶକ୍ତି ମା’ଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା, ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି…
Read More...

ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର,(ରିପୋଟର୍ସ ପେନ) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହଯୋଗୀ ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସେମାନଙ୍କ ସହଯୋଗୀମାନଙ୍କ…
Read More...

କଳାହାଣ୍ଡି ବ୍ୟାରେଜ, ଅନୁଗୋଳ ଜଳସେଚନ ପ୍ରକଳ୍ପ ଏବଂ ରେଙ୍ଗାଳି ଡ୍ୟାମ ଓ ସମଲ ବ୍ୟାରେଜ କେନାଲ ସିଷ୍ଟମ ଉଦ୍‌ଘାଟିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲା ପାଇଁ ବିଭିନ୍ନ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ହେଲା- କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ବ୍ୟାରେଜ,…
Read More...

ସ୍ବତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ଜନଜାତି ଲୋକଙ୍କ ଭାଗିଦାରୀକୁ ନେଇ ମହା ସମାବେଶ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଅନ୍ଧାରୁଆଠାରେ ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ନିଜକୁ ପ୍ରସ୍ତୁତ କରି ଏକ ଉଜ୍ଜ୍ୱଳ…
Read More...

ମୁଖ୍ୟମନ୍ତ୍ରୀ କଳାକାର ଯୋଜନା’ ରେ ସାମିଲ ହେବେ ଆଉ ତିରିଶ ହଜାର କଳାକାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ 'ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା' ରେ ଆଉ ତିରିଶ ହଜାର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା । 5T ଅଧ୍ୟକ୍ଷଙ୍କ…
Read More...

‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକ କଳାକାର ମାନଙ୍କ ଜରିଆରେ ଚାଲିବ ସୂଚନା, ଶିକ୍ଷା ଓ ସଂଚାର (IEC) କାର୍ଯ୍ୟକ୍ରମ।…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy