Browsing Tag

cmo odisha

‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକ କଳାକାର ମାନଙ୍କ ଜରିଆରେ ଚାଲିବ ସୂଚନା, ଶିକ୍ଷା ଓ ସଂଚାର (IEC) କାର୍ଯ୍ୟକ୍ରମ।…
Read More...

୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତ୍ତପ୍ରସ୍ତର ସ୍ଥାପନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ (Instream Storage Structure) ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ ବିଭିନ୍ନ…
Read More...

ନବ ନିଯୁକ୍ତ ୫୧୨ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନବ ନିଯୁକ୍ତ ୫୧୨ ଜଣ ଆସିଷ୍ଟାଣ୍ଟ ପ୍ରଫେସର, ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର ଏବଂ ଜୁନିଅର ଆସିଷ୍ଟାଣ୍ଟ ଆଜି ରାଜ୍ୟ ସରକାରରେ ଯୋଗ ଦେଇଛନ୍ତି । ୧୫୮ ଆସିଷ୍ଟାଣ୍ଟ ପ୍ରଫେସର ଉଚ୍ଚଶିକ୍ଷା ବିଭାଗରେ ଯୋଗ ଦେଇଥିବାବେଳେ ୧୦ ଜଣ ଆସିଷ୍ଟାଣ୍ଟ ପ୍ରଫେସର, ୧୯୪…
Read More...

ଆଧୁନିକ ଭିତ୍ତିଭୂମି କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ .focus କମ୍ ସମୟ କମ୍ ଖର୍ଚ୍ଚରେ ସୁରକ୍ଷିତ ଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ…
Read More...

ଯୋରନ୍ଦା ମହିମା ପୀଠର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ ପାଇଁ ଭୂମିପୂଜନ; ଖର୍ଚ୍ଚ ହେବ ୧୧୨ କୋଟି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାର ପ୍ରସିଦ୍ଧ ମହିମା ପୀଠ ଢେଙ୍କାନାଳ ଜିଲ୍ଲା ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି…
Read More...

୩୧୬୦ କୋଟି ଟଙ୍କାର ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କଲେ ମଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ବୈତରଣୀ ବାମ ପାର୍ଶ୍ୱ କେନାଲ ସହିତ ହଳଦିଆ ଡ୍ୟାମର ଲୋକାର୍ପଣ କରାଯାଇଛି। ଆନନ୍ଦପୁର ବ୍ୟାରେଜ…
Read More...

ଧାମନଗରର ସଂଖ୍ୟାଲଘୁ ଧାର୍ମିକ ସ୍ଥଳ ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ ଲକ୍ଷ ଟଙ୍କା ମଞ୍ଜୁରନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ.…
Read More...

ପୁରୀ ଜିଲ୍ଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର…
Read More...

ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି।…
Read More...

ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟର ପ୍ରଶାସନିକ ଇତିହାସରେ ଆଜି ଏକ ଯୁଗାନ୍ତକାରୀ ଦିବସ। ବିସ୍ଥାପିତ ଲୋକମାନଙ୍କର ୧୦୦ ବର୍ଷର ସମସ୍ୟାର ଅନ୍ତ ହୋଇଛି। 5T ରୂପାନ୍ତରଣ ପ୍ରକ୍ରିୟାରେ ମାତ୍ର ୧୦୦ ଦିନରେ ସେମାନଙ୍କର ବର୍ଷ ବର୍ଷର ସମସ୍ୟା ଦୂର ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy