Browsing Tag

congress

କଂଗ୍ରେସରୁ ସୁର ରାଉତରାୟ ୬ ବର୍ଷ ପାଇଁ ବହିଷ୍କୃତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଦଳରେ ବିଶୃଙ୍ଖଳିତ କାର୍ଯ୍ୟ ପାଇଁ କଂଗ୍ରେସରୁ ସୁର ରାଉତରାୟଙ୍କୁ ବହିଷ୍କୃତ କରାଯାଇଛି। ତାଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ କରାଯାଇଛି। ସେ ଦଳ ବିରୋଧୀ କାର୍ଯ୍ୟରେ ନିୟୋଜିତ ଥିବା ଅଭିଯୋଗ ହୋଇଥିଲା। ଏହି ଖବର ନେଇ ସୁର କହିଛନ୍ତି ‘ ମୁଁ ଏହି…
Read More...

୭୫ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ପବିତ୍ର ପଣା ସଂକ୍ରାନ୍ତିରେ ଆଜି ଦେଶର ସର୍ବପୁରାତନ ରାଜନୀତିକ ଦଳ କଂଗ୍ରେସ ଓଡ଼ିଶାର ଆଉ ୭୫ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଗତକାଲି ଦଳ ୯ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଥିଲା।ହେଲେ ଆଜି ୭୫ଟି ବିଧାନସଭା…
Read More...

୯ଟି ଆସନର ଲୋକସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି କଂଗ୍ରେସ ୯ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ବାଲେଶ୍ବରରୁ ଶ୍ରୀକାନ୍ତ ଜେନା, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, କେନ୍ଦୁଝରରୁ ମୋହନ ହେମ୍ବ୍ରମ୍, ଢେଙ୍କାନାଳରୁ ସସ୍ମିତା ବେହେରା, ପୁରୀରୁ ସୁଚରିତା ମହାନ୍ତି, ଯାଜପୁରରୁ ଅଞ୍ଚଳ ଦାସ,…
Read More...

ପଦ୍ମ ଛାଡ଼ି ହାତ ଧରିଲେ ସୋନାଲି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କଂଗ୍ରେସର ନୀତି ଓ ଆଦର୍ଶ ଉପରେ ଆସ୍ଥା ପ୍ରକଟ୍ଟ କରି ପଦ୍ମ ଛାଡ଼ି ହାତ ଧରିଲେ ମହିଳା ନେତ୍ରୀ ସୋନାଲି ସାହୁ । ରାହୁଲ ଗାନ୍ଧୀଙ୍କ ଦୃଢ଼ ନେତୃତ୍ୱ ଓ ଭାରତ ଯୋଡ଼ ନ୍ୟାୟ ଯାତ୍ରାବେଳେ ଅନୁପ୍ରାଣିତ ହୋଇ ଶ୍ରୀମତୀ ସାହୁ ବିଧିବଦ୍ଧ ଭାବରେ ପଦ୍ମ ଛାଡ଼ି ହାତ…
Read More...

କଂଗ୍ରେସ ଛାଡିଲେ ଗଣେଶ୍ୱର, ବିଜେଡିରେ ମିଶିବେ

ଭୁବନେଶ୍ୱର/କେନ୍ଦ୍ରାପଡା, (ରିପୋଟର୍ସ ପେନ୍‌): କେନ୍ଦ୍ରପଡାର ଚର୍ଚ୍ଚିତ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ପିସିସି ସଭାପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ଆଜି ସେ କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ…
Read More...

ଅଡିଓ ଟେପରେ ଥିବା ସ୍ୱର କେଉଁ ବିଧାୟକଙ୍କର ତାହା ପୋଲିସ ସ୍ପଷ୍ଟ କରୁ – ଯୁବ କଂଗ୍ରେସ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜେବି କଲେଜର ଛାତ୍ରୀ ରୁଚିକା ମହାନ୍ତି ମୃତ୍ୟୁ ଘଟଣାର ସତ୍ୟତା ଆଜି ପର୍ଯ୍ୟନ୍ତ ପ୍ରକାଶ ପାଇଲାନାହିଁ । ରୁଚିକା ମହାନ୍ତିଙ୍କୁ ମାରି ଦିଆଯାଇଛି ନା ତାଙ୍କ ପ୍ରତି ଏଭଳି କିଛି ଅତ୍ୟଚାର କରାଯାଇଛି ଯଦ୍ୱାରାକି ସେ ନିଜର ଭାରସାମ୍ୟ ହରାଇ ମୃତ୍ୟୁକୁ ଆଦରି…
Read More...

ନୀବନ ବାବୁଙ୍କ ୨୪ ବର୍ଷର ସରକାରରେ ଓଡ଼ିଶା ପାଇଛି କ’ଣ – ଯୁବ କଂଗ୍ରେସ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସାଧାରଣ ସମ୍ପାଦକ ତଥା ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ସୁଦିପ ସାମଲ କଂଗ୍ରେସ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସାମ୍ବାଦିକମାନଙ୍କୁ ସମ୍ବୋର୍ଦ୍ଧିତ କରି ବିଜୁ ଜନତାଦଳ ସରକାରର ୨୪ ବର୍ଷ ଶାସନ କାଳରେ…
Read More...

ରାଜନୀତି ନୁହେଁ, ମୁଁ ସେବା କରିବାକୁ ଚାହେଁ : ସିଦ୍ଧାର୍ଥ

ଭୁବନେଶ୍ୱର/କେନ୍ଦ୍ରାପଡା,(ରିପୋଟର୍ସ ପେନ୍‌): ଅନେକ ଲୋକ ସେବା କରିବା ନାଁରେ ରାଜନୀତିକୁ ଆସନ୍ତି । କ୍ଷମତା ମିଳିବା ପରେ ସେମାନେ ବଦଳି ଯାଆନ୍ତି ଓ ନିଜ ସ୍ୱାର୍ଥ ହାସଲ କରିବା ଆରମ୍ଭ କରନ୍ତି । ସେତେବେଳେ ସେମାନେ ଭୋଟ ଦେଇଥିବା ଲୋକଙ୍କୁ ଭୂଲି ଯାଆନ୍ତି ଏବଂ ୫ବର୍ଷ ପରେ ପୁଣି…
Read More...

ରାଉକେଲା: ମଜବୁତ ହେଉଛି କଂଗ୍ରେସ, ବିଏନ୍ ପଟ୍ଟନାୟକ ଟିକେଟ୍ ଦାବିଦାର

ରାଉରକେଲା, (ରିପୋଟର୍ସ ପେନ୍‌): ବିଜେଡି ଓ ବିଜେପି ମେଣ୍ଟ କସରତ ଚାଲିଥିବା ବେଳେ କଂଗ୍ରେସ ଏହାର ଫାଇଦା ନେବାକୁ ଆଗଭର ହୋଇଛି । ପୁରୁଣା ତଥା ଦଳଠାରୁ ଦୂରେଇ ରହିଥିବା ନେତାଙ୍କୁ ଏକଜୁଟ କରି ଦଳକୁ ମଜବୁତ କରିବାକୁ ଚେଷ୍ଠା କରୁଛି । ଏହିକ୍ରମରେ ରାଉକେଲରା ଜିଲ୍ଲାର ପୂର୍ବତନ ଜିଲ୍ଲା…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy