ବିଶ୍ୱସ୍ତରରେ କରୋନା ଭୂତାଣୁର କେତେକ ନୂଆ ପ୍ରତିରୂପ ଚିହ୍ନଟ ହେବାକୁ ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି. କେ. ମିଶ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି । ବିଶ୍ୱସ୍ତରରେ ଏବଂ ଭାରତରେ ବର୍ତ୍ତମାନର କୋଭିଡ ସ୍ଥିତି, ସଂକ୍ରମିତ ହେଉଥିବା ନୂଆ କରୋନା ଭୂତାଣୁ ପ୍ରତିରୂପ ଏବଂ ଜନ ସ୍ୱାସ୍ଥ୍ୟ ଉପରେ…
Read More...