Browsing Tag

dharmendra pradhan

ଓଡ଼ିଶାରେ ୧୫ରୁ ଉର୍ଦ୍ଧ୍ୱ ଲୋକସଭା ସିଟ୍ ଜିତିବ ବିଜେପି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡ଼ିଶାରେ ୧୫ରୁ ଉର୍ଦ୍ଧ୍ୱ ଲୋକସଭା ସିଟ୍ ଜିତିବ ବିଜେପି। ଆଗାମୀ ସାଧାରଣ ନିର୍ବାଚନରେ ବିଜେପି ଓଡ଼ିଶାରେ ୧୫ରୁ ଅଧିକ ଲୋକସଭା ସିଟ୍ ଜିତିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦମ୍ଭୋକ୍ତି। ଜାତୀୟ ଗଣମାଧ୍ୟମର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ…
Read More...

ଭାରତରେ ଜ୍ଞାନ ଓ ଦକ୍ଷତାର ଏକ ସୁପର ହାଇୱେ ନିର୍ମାଣ କରିବାକୁ ଉଦ୍ୟମ କରିବା: ଧର୍ମେନ୍ଦ୍ର ପ୍ରଧାନ

ଆମେ ଏପରି ଏକ ଦୁନିଆରେ ରହୁଛୁ ଯେଉଁଠାରେ କେବଳ ଡିଗ୍ରୀ ରହିବା ଯଥେଷ୍ଟ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଆମକୁ ଭାରତରେ ଜ୍ଞାନ ଓ ଦକ୍ଷତାର ଏକ ସୁପର ହାଇୱେ ନିର୍ମାଣ କରିବାକୁ ହେବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା…
Read More...

ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ । ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ରାଶି ସହ ୭ ଦଫା ଦାବିକୁ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…
Read More...

୧୭୬ ଜଣଙ୍କୁ ନିଯୁକ୍ତିପତ୍ର ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶେଷ ନୀତି ଓ ପ୍ରଭାବଶାଳୀ ପଦକ୍ଷେପ କାରଣରୁ ଆଜି ଦେଶରେ ବେରୋଜଗାରୀ ହ୍ରାସ ପାଇବା ସହ କର୍ମନିଯୁକ୍ତିରେ ମହିଳା ମାନଙ୍କ ଭାଗିଦାରୀ ବଢିଛି ବୋଲି ଶନିବାର ଭୁବନେଶ୍ୱର ଠାରେ ‘ରାଷ୍ଟ୍ରୀୟ ରୋଜଗାର ମେଳା’ ଦଶମ…
Read More...

ଜାତୀୟ ରାଜପଥ ପ୍ରକଳ୍ପ ନେଇ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟି ଓଡ଼ିଶାରେ କ୍ରିୟାନ୍ୱୟନ ହେଉଥିବା ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା କରିଛନ୍ତି । ଶ୍ରୀ…
Read More...

 କଂଗ୍ରେସ ସରକାରକୁ ହଟାଇବା ପାଇଁ ରାଜସ୍ଥାନ ମନ ବଳାଇସାରିଛି- ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ରାଜସ୍ଥାନରେ ଅଶୋକ ଗେହଲଟଙ୍କ ନେତୃତ୍ୱାଧୀନ ଦିଶାହୀନ ଓ ଭ୍ରଷ୍ଟ କଂଗ୍ରେସ ସରକାରକୁ ହଟାଇବା ପାଇଁ ଲୋକମାନେ ମନ ବଳାଇସାରିଛନ୍ତି ବୋଲି ଆଜି ରାଜସ୍ଥାନର ଜୟପୁରରେ ରାଜ୍ୟ ବିଜେପି କାର୍ଯ୍ୟାଳୟ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କେନ୍ଦ୍ର ଶିକ୍ଷା,…
Read More...

ବଡ଼ ଭାବିବା ଏବଂ ସମାଜର ଆକାଂକ୍ଷା ପୂରଣ କରିବାର ଲକ୍ଷ୍ୟ ନେଇ ଆଗକୁ ବଢ଼ିବା: ଧର୍ମେନ୍ଦ୍ର ପ୍ରଧାନ

ଦେଶର ପ୍ରତିଭାସମ୍ପନ୍ନ ଯୁବଶକ୍ତିଙ୍କ ପାଇଁ ଆସନ୍ତା ୨୫ ବର୍ଷ ଅମୃତ କାଳ ମଧ୍ୟରେ ଭାରତ ସବୁଠାରୁ ଅଧିକ ହାପେନିଂ ପ୍ଲେସ ହେବା ପାଇଁ ଯାଉଛି । ତେଣୁ ବଡ଼ ଭାବିବା ସହ ସମାଜର ଆକାଂକ୍ଷା ତଥା ବିଶ୍ୱର ଦାୟିତ୍ୱ ପୂରଣ କରିବାର ଲକ୍ଷ୍ୟ ନେଇ ଆଗକୁ ବଢ଼ିବାକୁ ଶନିବାର ପୁଣେ ସ୍ଥିତ ଗୋଖଲେ…
Read More...

‘ଗାଁ ମଜଲିସ’ ସମାଜରେ ପରିବର୍ତ୍ତନ ଆଣିବାର ଏକ ମାଧ୍ୟମ ଥିଲା -ଧର୍ମେନ୍ଦ୍ର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  କଟକରେ ଦୈନିକ ସମ୍ବାଦପତ୍ର ‘ପ୍ରଜାତନ୍ତ୍ର'ର ଶତବାର୍ଷିକୀ ସମାରୋହରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଆଜି ପ୍ରଜାତନ୍ତ୍ରକୁ ପୁରୁଣା ପ୍ରଜାତନ୍ତ୍ର ଭାବେ ଦେଖିବା ପାଇଁ ଓଡ଼ିଶା ଅପେକ୍ଷା କରିଛି…
Read More...

ଦେଶରେ ଭାଇଚାରା ବଢିଲେ ଆମର ବିକଶିତ ଭାରତର ମୂଳଦୁଆ ମଜବୁତ୍ ହେବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ପର୍ବ ‘ନୂଆଁଖାଇ-୨୦୨୩’ ଅବସରରେ ସମ୍ବଲପୁରୀ ଭାଷାରେ ଏକ ଭିଡିଓ ବାର୍ତ୍ତା ଜାରି କରି ଏହି ପର୍ବର ଶୁଭେଚ୍ଛା ଜଣାଇଛନ୍ତି । ସେହିପରି…
Read More...

ଆଗାମୀ ୨୫ ବର୍ଷ ମଧ୍ୟରେ ଭାରତକୁ ଏକ ବିକଶିତ ଦେଶ ଭାବରେ ପରିଣତ କରିବା ପାଇଁ ସଂକଳ୍ପ ନେବା – ଧର୍ମେନ୍ଦ୍ର ପ୍ରଧାନ

କୋଲକାତା : କୋଲକାତା ସ୍ଥିତ ଶ୍ରୀ ଅରବିନ୍ଦଙ୍କ ଜନ୍ମ ସ୍ଥାନ ଅରବିନ୍ଦ ଭବନରୁ ‘ମୋ ମାଟି ମୋ ଦେଶ’ ଅଭିଯାନରେ ସାମିଲ ହୋଇ ଅମୃତ କଳସରେ ମାଟି ସଂଗ୍ରହ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy