୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର, (ରିପୋଟର୍ସ ପେନ୍): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଆସନ୍ତା ୨୬ରେ କଟକ ଆସିବେ। ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟ, ଏସସିବି ମେଡିକାଲ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ…
Read More...
Read More...