Browsing Tag

election

ନୂଆପଡା, ଧର୍ମଗଡ ଓ ଜୁନାଗଡରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଖରା ଗରମ ଯେମିତି ବଢି ବଢି ଚାଲିଛି, ନିର୍ବାଚନ ପ୍ରଚାରର ଉତ୍ତାପ ମଧ୍ୟ ସେହିପରି ବଢି ବଢି ଚାଲିଛି । ଆଜି ତୃତୀୟ ଦିନରେ ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକସଭା ପ୍ରାର୍ଥୀ ଲମ୍ବୋଦର ନିଆଲ ଓ…
Read More...

ପଟାଙ୍ଗୀ, ଲକ୍ଷ୍ମୀପୁରରେ ପାଣ୍ଡିଆନ, ଆରମ୍ଭ କଲେ ଜୋରଦାର ପ୍ରଚାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି କୋରାପୁଟ ଜିଲ୍ଲା ପଟାଙ୍ଗୀ ଓ ଲକ୍ଷ୍ମୀପୁରର ଦଶମନ୍ତପୁରରୁ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି । ଏହି ସଭାରେ…
Read More...

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଜାରି ହେବ ବିଜ୍ଞପ୍ତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ବିଦ୍ଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହେବ। ଗେଜେଟ ବିଜ୍ଞପ୍ତି ଜାରି ହେବା ସହିତ ନାମାଙ୍କନ ପତ୍ର ଦାଖଲ ପର୍ବ ଆରମ୍ଭ ହେବ। ଏଠାରେ କହି ରଖୁ କି ପ୍ରଥମ ପର୍ଯ୍ୟାୟ ମତଦାନ ମଇ ୨୮ ତାରିଖରେ ଅନୁଷ୍ଠିତ ହେବ।…
Read More...

ପ୍ରଥମ ପର୍ଯ୍ୟାୟ ପାଇଁ ସରିଲା ନିର୍ବାଚନ ପ୍ରଚାର

ଲୋକସଭା ନିର୍ବାଚନ ୨୦୨୪ ର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ୍ ଗ୍ରହଣ ୧୯ ରେ ଅନୁଷ୍ଠିତ ହେବ। ୨୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ। ବୁଧବାର ଦିନ ସନ୍ଧ୍ୟାରେ ଏହି ଆସନଗୁଡ଼ିକରେ ନିର୍ବାଚନ ପ୍ରଚାର ଶେଷ ହୋଇଛି। ବର୍ତ୍ତମାନ ଏହି…
Read More...

ଖୋର୍ଦ୍ଧା ଜିଲ୍ଲାରେ ଶତାୟୁ ଭୋଟରଙ୍କୁ ସମ୍ବର୍ଦ୍ଧନା ଓ ନିମନ୍ତ୍ରଣପତ୍ର ପ୍ରଦାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଖୋର୍ଦ୍ଧା ଜିଲ୍ଲାରେ ୮୫ ବର୍ଷ ବୟସରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ଭୋଟରମାନଙ୍କୁ ନିଜ ଘରେ ରହି ଭୋଟଦେବା ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି । ଏଥି ସହ ଶତାୟୁ ଭୋଟରମାନଙ୍କୁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ…
Read More...

କାର୍ଯ୍ୟରତ ସାମ୍ବାଦିକମାନେ ପୋଷ୍ଟାଲ ବାଲାଟ ମାଧ୍ୟମରେ କରିପାରିବେ ମତଦାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଭାରତ ନିର୍ବାଚନ କମିଶନ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରିବାର ଅଧିକାର ପ୍ରଦାନ କରିଛନ୍ତି । ଏହା ଦ୍ୱାରା ସ୍ୱାଧୀନ ଭାରତରେ ପ୍ରଥମ ଥର ପାଇଁ କାର୍ଯ୍ୟରତ ସାମ୍ବାଦିକମାନେ ନିଜ ନିଜର…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy