Browsing Tag

goverment of odisha

ନବରଙ୍ଗପୁର ଜିଲ୍ଲା : ୧୧ଟି ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବରଙ୍ଗପୁର ଜିଲ୍ଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି…
Read More...

୩୧୬୦ କୋଟି ଟଙ୍କାର ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କଲେ ମଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ବୈତରଣୀ ବାମ ପାର୍ଶ୍ୱ କେନାଲ ସହିତ ହଳଦିଆ ଡ୍ୟାମର ଲୋକାର୍ପଣ କରାଯାଇଛି। ଆନନ୍ଦପୁର ବ୍ୟାରେଜ…
Read More...

ସ୍ୱାସ୍ଥ୍ୟ ସେବାରେ ଯୋଗ ଦେଲେ ୩୭୩୨ ନର୍ସିଂ ଅଫିସର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ରାଜ୍ୟର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଓ ଡାକ୍ତରଖାନାରେ ୩୭୩୨ ଜଣ ନର୍ସିଂ ଅଫିସର ଯୋଗ ଦେଇଛନ୍ତି । ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ ଠାରେ ଏକ ନିଯୁକ୍ତି ପର୍ବର ଆୟୋଜନ କରାଯାଇଥିଲା । ଏହି ଅବସରରେ…
Read More...

ରାଜ୍ୟରେ ପୁଞ୍ଜିନିବେଶ କରିବ ୱେଲସ୍ପୁନ ଗ୍ରୁପ,୨୦ ହଜାରରୁ ଅଧିକ ପାଇବେ ନିଯୁକ୍ତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟରେ ପୁଞ୍ଜିନିବେଶ କରିବ ୱେଲସ୍ପୁନ ଗ୍ରୁପ । କଟକ ଚୌଦ୍ବାରରେ ୱେଲସ୍ପୁନ ଗ୍ରୁପ ପ୍ରତିଷ୍ଠା କରିବ ସମନ୍ବିତ ଟେକ୍ସଟାଇଲ କାରଖାନା । ୩ହଜାର ୫୦ କୋଟି ଟଙ୍କାର ଏହି ପୁଞ୍ଜିନିବେଶ ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…
Read More...

ପ୍ରମୋଦଙ୍କୁ ୨ କୋଟି ଓ ସୌନ୍ଦର୍ଯ୍ୟଙ୍କୁ ଦେଢ଼ କୋଟିର ଚେକ୍ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନିକଟରେ ଶେଷ ହୋଇଥିବା ଏସିଆନ ପାରା ଗେମ୍ସରେ ପଦକ ଜିତି ଥିବା ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବର୍ଦ୍ଧିତ କରିଛନ୍ତି । ତା’ ସହିତ ଉଭୟଙ୍କୁ ପୁରସ୍କାର ସ୍ୱରୂପ ପୂର୍ବରୁ ଘୋଷଣା କରିଥିବା ଅର୍ଥ…
Read More...

ମାଟି କଳସ ଯାତ୍ରା ଦେଶର ଏକତା ଓ ଅଖଣ୍ଡତା ପାଇଁ ପ୍ରେରଣା ଯୋଗାଇବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଘଣ୍ଟ, ବାଦ୍ୟ, ଶଙ୍ଖ, ମହୁରୀ ଆଦି ବାଦ୍ୟ ଯନ୍ତ୍ର ଶବ୍ଦର ପ୍ରକମ୍ପନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା ରାଜ୍ୟର ସବୁ…
Read More...

ବରପାଲିରେ ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବରପାଲି ରେ ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ସ୍ମୃତି ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଜୁନ୍…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy