Browsing Tag

Govt of odiaha

କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ କିମ୍ସ ଗ୍ରାମୀଣ ଡାକ୍ତରଖାନା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ ଅତ୍ୟାଧୁନିକ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କରିବା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି…
Read More...

୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତ୍ତପ୍ରସ୍ତର ସ୍ଥାପନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ (Instream Storage Structure) ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ ବିଭିନ୍ନ…
Read More...

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟ: ୫ଟି ଜିଲ୍ଲାର ୩୬୧ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ…
Read More...

ସମସ୍ତ ସାର୍ବଜନୀନ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବାକୁ ରାଜ୍ୟ ସରକାର ପ୍ରତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟ ସ୍ୱାସ୍ଥ୍ୟସେବାରେ ୨୪୭୩ ଚିକିତ୍ସାଧିକାରୀ ନିଯୁକ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୩୯୨ ଜଣ ଏମ୍‌ବିବିଏସ୍ ଡାକ୍ତର ଏବଂ ୮୧ ଦନ୍ତ ଚିକିତ୍ସକ ରହିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ସନ୍ଧ୍ୟାରେ ଆୟୋଜିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ…
Read More...

ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଖୋର୍ଦ୍ଧା ଜିଲ୍ଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ…
Read More...

ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀ ନିମନ୍ତେ ରାଜ୍ୟସ୍ତରୀୟ ପରିଚାଳନା କମିଟି ବୈଠକ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଭୁବନେଶ୍ୱରରେ ନଭେମ୍ବର ୯ ଓ ୧୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀକୁ ସଫଳତାର ସହ ଆୟୋଜନ ନିମନ୍ତେ ରାଜ୍ୟସ୍ତରୀୟ ପରିଚାଳନା କମିଟି ବୈଠକ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ…
Read More...

ସମବାୟ ସମିତିଗୁଡିକୁ ସୁଦୃଢ଼ କରିବା ଦିଗରେ ପରାମର୍ଶ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଭୁବନେଶ୍ୱର ଲୋକସେବା ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସମବାୟ ଉନ୍ନୟନ କମିଟି (ଏସସିଡିସି)ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସରକାରଙ୍କ…
Read More...

ସହରାଞ୍ଚଳର ବାସହୀନଙ୍କ ପାଇଁ ଆରମ୍ଭ ହେବ ‘ମୋ ଘର ଅର୍ବାନ୍‌’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଗ୍ରାମାଞ୍ଚଳ ପରି ସହରାଞ୍ଚଳର ବାସହୀନଙ୍କ ପାଇଁ ଆରମ୍ଭ ହେବ ‘ମୋ ଘର ଅର୍ବାନ୍‌’ । ଏଥିପାଇଁ ଏବେ ଚିଠା ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଉଛି । ତେବେ ଏଥିପାଇଁ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି (ଏସ୍‌ଏଲ୍‌ବିସି)ର ମତାମତ ଲୋଡ଼ିଛନ୍ତି ରାଜ୍ୟ ସରକାର ।…
Read More...

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ…
Read More...

ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ । ଏହି ପ୍ରକଳ୍ପ ଦ୍ବାରା…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy