ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ
ଭୁବନେଶ୍ୱର, (ରିପୋଟର୍ସ ପେନ୍): ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଥିଲେ ।…
Read More...
Read More...