୫ଟି ସଚିବ ଭି. କେ ପାଣ୍ଡିଆନ୍ଙ୍କ ଉପରକୁ କାଳିମାଡ଼
ଭୁବନେଶ୍ୱର, (ରିପୋଟର୍ସ ପେନ୍): ୫ଟି ସଚିବ ଭି. କେ ପାଣ୍ଡିଆନ୍ଙ୍କ ଉପରକୁ କାଳିମାଡ଼। ପୁରୀ ଜିଲ୍ଲା ସତ୍ୟବାଦୀ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ନିକଟ ପଡ଼ିଆରେ ଏହି କାଳିମାଡ଼ ହୋଇଛି । ୫ଟି ସଚିବଙ୍କ ଉପରକୁ କାଳିମାଡ଼ ବେଳେ ଛିଟା ମଧ୍ୟ ପୁରୀ ଜିଲ୍ଲାପାଳଙ୍କ ଉପରେ ପଡ଼ିଛି।
ଜଣେ…
Read More...
Read More...