ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ ସଫଳ; ଲାଓସରୁ ଫେରୁଛନ୍ତି ଫସିଥିବା ୧୭ ଓଡିଆ ଶ୍ରମିକ
ଭୁବନେଶ୍ୱର, (ରିପୋଟର୍ସ ପେନ୍): ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଲାଓସରେ ଫସି ରହିଥିବା ୧୭ ଜଣ ଓଡିଆ ଶ୍ରମିକ ଆସନ୍ତା କାଲି ଓଡିଶାରେ ପହଞ୍ଚିବା ନେଇ ଦୂତାବାସ ତରଫରୁ ସୂଚନା ମିଳିଛି। ଫସିଥିବା ୧୭ ଓଡିଆ ଶ୍ରମିକଙ୍କୁ…
Read More...
Read More...