Browsing Tag

kiims hospital

କିମ୍‍ସରେ ଖୋଲିଲା ଅତ୍ୟାଧୁନିକ ଷ୍ଟ୍ରୋକ୍‍ ସେଣ୍ଟର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡ଼ିକାଲ ସାଇନ୍‍ସେସ୍‍ (କିମ୍‍ସ) ହସ୍ପିଟାଲରେ ଅତ୍ୟାଧୁନିକ ଷ୍ଟ୍ରୋକ୍‍ ସେଣ୍ଟର କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ସୋମବାର ଉଦ୍‍ଘାଟିତ ହୋଇଯାଇଛି। ମୃତ୍ୟୁର କାରଣ ହେଉଥିବା ବିଭିନ୍ନ…
Read More...

କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ କିମ୍ସ ଗ୍ରାମୀଣ ଡାକ୍ତରଖାନା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ ଅତ୍ୟାଧୁନିକ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କରିବା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି…
Read More...

ଓଡ଼ିଶାରେ ପ୍ରଥମ: କିମ୍‍ସରେ ଟିଏମଭିଆର ଜରିଆରେ ହାର୍ଟ ଭାଲଭ ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ହୃଦରୋଗ ଚିକିତ୍ସା କ୍ଷେତ୍ରରେ କିମ୍‍ସକୁ ମିଳିଛି ଆଉ ଏକ ସଫଳତା। କିମ୍‍ସରେ ଟ୍ରାନ୍ସକ୍ୟାଥେଟର ମିଟ୍ରାଲ ଭାଲଭ୍ ରିପ୍ଲେସମେଣ୍ଟ (ଟିଏମଭିଆର) ପ୍ରକ୍ରିୟାରେ ଜନୈକ ୬୯ ବର୍ଷ ବୟସ୍କ ରୋଗୀଙ୍କଠାରେ ସଫଳ ହୃତପିଣ୍ଡ ଭାଲଭ୍‌ର ଅସ୍ତ୍ରୋପଚାର କରାଯାଇପାରିଛି।…
Read More...

କିମ୍‍ସରେ ଆରମ୍ଭ ହେଲା ବେଲୁନ୍ ମାଇକ୍ରୋ-କମ୍ପ୍ରେସନ୍ ଚିକିତ୍ସା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ (କିମ୍‌ସ)ରେ ପ୍ରଥମ ଥର ପାଇଁ ବେଲୁନ୍ ମାଇକ୍ରୋକମ୍ପ୍ରେସନ୍ ଚିକିତ୍ସା ଆରମ୍ଭ ହୋଇଛି। ଦୀର୍ଘ ୭ବର୍ଷ ଧରି ମୁହଁରେ ଯନ୍ତ୍ରଣା ଭୋଗୁଥିବା ଜନୈକା ରୋଗୀଙ୍କଠାରେ ସଫଳ ଚିକିତ୍ସା କରାଯାଇପାରିଛି। ଏଭଳି…
Read More...

କିମ୍‍ସରେ ଜଟିଳ ମେରୁଦଣ୍ଡ ଅସ୍ତ୍ରୋପଚାର, ସଳଖିଲା ବଙ୍କା ମେରୁଦଣ୍ଡ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମେରୁଦଣ୍ଡ ବଙ୍କା ହୋଇଯାଇଥିବା ଜନୈକା ବାଳିକାଙ୍କଠାରେ ସଫଳ ଅସ୍ତ୍ରୋପଚାର ଏହାକୁ ସଳଖ କରି ପାରିଛନ୍ତି କିମ୍‍ସର ଡାକ୍ତର । ସ୍କୋଲିଓସିସ୍ ନାମକ ଗୁରୁତର ମେରୁଦଣ୍ଡ ସମସ୍ୟା ସହ ଦୀର୍ଘ ଦିନ ଧରି ସଂଘର୍ଷ କରୁଥିବା ଏହି ବାଳିକାଙ୍କ ଅଭିଭାବକ ବହୁ ଖ୍ୟାତି…
Read More...

କିମ୍‍ସ କ୍ୟାନ୍‍ସର୍‍ ସେଣ୍ଟରରେ ଆରମ୍ଭ ହେଲା ରେଡିଏସନ୍‍ ଅଙ୍କୋଲୋଜି କ୍ଲିନିକାଲ୍‍ ସେବା

?????????, (???????? ?????): ????? ??????? ???? ???? ??? ? ??????? ?? ????????? ????? ????? ?????? ??????????? ??????? ????????? ????????? ????????? ???? ? ????? ????? ????? ??????? ???? ??????????? ?????? ??? ????? ????????? ??????…
Read More...

ସଠିକ୍ ସମୟରେ ଟୀକାକରଣ ଏବଂ ପାପ୍ ସ୍କ୍ରିନିଂ ଦ୍ୱାରା ଗର୍ଭାଶୟ କର୍କଟ ଚିକିତ୍ସା ସମ୍ଭବ: କିମ୍‌ସ ଡାକ୍ତର

?????????, (???????? ?????):  ?????? ???????? ????????? ???? ??????? ????? ??? ?????? ??????? ????? ??????? ???????? ? ??? ??????? ????? ?????? ???????????? ???? ??????? ????? ???? ??????-?????????? ?????? ??? ??? ??????? ????? ???????…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy