Browsing Tag

Kiit

ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୩ ପ୍ରଦାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଶ୍ୱର ପ୍ରମୁଖ ସମାଜସେବୀ ତଥା ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ଏବଂ ବିଲ୍‍ ଆଣ୍ଡ ମିଲିଣ୍ଡା ଗେଟସ୍‍ ଫାଉଣ୍ଡେସନ୍‍ର ସହ-ଅଧ୍ୟକ୍ଷ ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୩ ବୁଧବାର ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ…
Read More...

କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପ୍ରୋତ୍ସାହନରେ ପ୍ରତିବର୍ଷ ଓଡ଼ିଶାର ସମସ୍ତ ଜିଲ୍ଲା ତଥା ଭାରତର ବିଭିନ୍ନ ସହରରେ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟରେ ମିନି ମାରାଥନ ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ମଧ୍ୟ ଓଡ଼ିଶାର ୫୫ଟି ସ୍ଥାନରେ ଏହି…
Read More...

କିଟରେ ୪୦ତମ ସର୍ବଭାରତୀୟ ରୋଜ କନଭେସନ୍ ଓ ଗୋଲାପ ପ୍ରଦର୍ଶନୀ ଉଦ୍‍ଘାଟିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ୪୦ତମ ସର୍ବଭାରତୀୟ ରୋଜ୍ କନଭେସନ୍ ଓ ଗୋଲାପ ପ୍ରଦର୍ଶନୀ ଶୁକ୍ରବାର କିଟରେ ଉଦ୍‍ଘାଟିତ ହୋଇଯାଇଛି। ଉଦ୍‍ଘାଟନୀ ଉତ୍ସବରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୋଲାପ ହେଉଛି ସୁନ୍ଦର ଓ ଭଲ ପାଇବାର ପ୍ରତୀକ ବୋଲି…
Read More...

କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୭ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୭ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କିଟ୍‍ ଓ କିସ୍‍ ସଭାପତି ଶାଶ୍ୱତୀ ବଳ କାର୍ଯ୍ୟକ୍ରମର ଉଦ୍‍ଘାଟନ କରିଥିବା ବେଳେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି…
Read More...

କିଟ୍‍କୁ ପ୍ରଥମ ସିଆଇଆଇ ସ୍ପୋର୍ଟସ ବିଜିନେସ୍‍ ପୁରସ୍କାର ୨୦୨୩

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କିଟ୍‍କୁ ସମ୍ମାନଜନକ ପ୍ରଥମ ସିଆଇଆଇ ସ୍ପୋର୍ଟସ ବିଜିନେସ ପୁରସ୍କାର ୨୦୨୩ ପ୍ରଦାନ କରାଯାଇଛି । ନୂଆଦିଲ୍ଲୀରେ ଭାରତୀୟ ଶିଳ୍ପ ମହାସଙ୍ଘ (ସିଆଇଆଇ) ଦ୍ୱାରା ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆଜି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା…
Read More...

ଫିଲିପାଇନ୍‍ସରେ କାର୍ଯ୍ୟକାରୀ ହେବ କିସ୍‍ ମଡେଲ: ରୁଫସ୍‍ ରୋଦ୍ରିଗେଜ୍‍

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଶ୍ୱର ସର୍ବବୃହତ ଜନଜାତି ଆବାସିକ ଅନୁଷ୍ଠାନ କିସ୍‍ ମଡେଲ୍‍ ଫିଲିପାଇନ୍‍ସରେ କାର୍ଯ୍ୟକାରୀ ହେବ ବୋଲି ଫିଲିପାଇନ୍‍ସ ସାଂସଦ ରୁଫସ୍‍ ବି ରୋଦ୍ରିଗେଜ୍‍ କହିଛନ୍ତି। କିସ୍‍ ମଡେଲ ହେଉଛି ବିଶ୍ୱର ଶ୍ରେଷ୍ଠ ମଡେଲ। ଏଥିପାଇଁ ସେ ଫିଲିପାଇନ୍‍ସ ସଂସଦରେ ଏକ…
Read More...

ଭୁବନେଶ୍ୱରରେ କିଟ୍ ନହ୍ନିପରୀ ଆଞ୍ଚଳିକ ଅଡିସନ ଶେଷ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୩ତମ ସଂସ୍କରଣ ପାଇଁ ଆଞ୍ଚଳିକ ଅଡିସନ୍ ରବିବାର ଭୁବନେଶ୍ୱରଠାରେ ଶେଷ ହୋଇଛି। କିଟ୍ କ୍ୟାମ୍ପସ୍‍ ୭ରେ ହୋଇଥିବା ଏହି ଅଡ଼ିସନ୍‌ରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୧୪ ରୁ ୧୬ବର୍ଷ ବୟସର ବହୁ ପ୍ରତିଯୋଗୀ ଅଂଶଗ୍ରହଣ…
Read More...

କିଟ୍‍ ଛାତ୍ରଛାତ୍ରୀଙ୍କ ଦ୍ୱାରା ଛଟ୍‍ ପୂଜା ସମ୍ପନ୍ନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କିଟ୍‍ ବିଶ୍ୱବିଦ୍ୟାଳୟରେ ଉତ୍ତର ଭାରତର ଗଣପର୍ବ ଛଟ୍‍ ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବାର କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆର ଅଧ୍ୟକ୍ଷ ମନନ ମିଶ୍ର…
Read More...

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କିସ୍‍ର ୩ ଛାତ୍ର କୃତକାର୍ଯ୍ୟ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଅନୁଷ୍ଠିତ ୨୦୨୧-୨୨ ପ୍ରଶାସନିକ ସେବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କିସ୍‍ର ୩ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ସୁନ୍ଦରଗଡ଼ର ବିଶ୍ୱନାଥ ରଞ୍ଜନ କିଷାନ, ନୂଆପଡ଼ାର ଫାଲ୍‍ଗୁନୀ ଶବର ଓ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy