Browsing Tag

Kiss news

କିଟ୍‍ ଓ କିସ୍‍ ପରିଦର୍ଶନ କଲେ ହାର୍ଭାର୍ଡ-ଇଣ୍ଡିଆର ୪୦ ଜଣିଆ ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ତାରିଖରୁ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ଇଣ୍ଡିଆ ଟ୍ରେକ୍‍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୪୦ ଜଣିଆ ପ୍ରତିନିଧିମଣ୍ଡଳୀ ଶନିବାର ସମସ୍ତ କାର୍ଯ୍ୟକ୍ରମ ସାରି ଫେରି ଯାଇଛନ୍ତି। ଆଜି ସକାଳେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ…
Read More...

ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୩ ପ୍ରଦାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଶ୍ୱର ପ୍ରମୁଖ ସମାଜସେବୀ ତଥା ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ଏବଂ ବିଲ୍‍ ଆଣ୍ଡ ମିଲିଣ୍ଡା ଗେଟସ୍‍ ଫାଉଣ୍ଡେସନ୍‍ର ସହ-ଅଧ୍ୟକ୍ଷ ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୩ ବୁଧବାର ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ…
Read More...

ଉଦ୍‌ଘାଟିତ ହେଲା କିସ୍‌ର ବୌଦ୍ଧ ଶାଖା ଓ ୧୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ୍ ଭୂମି ପୂଜନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ପ୍ରୟାସରେ ବୌଦ୍ଧ ଜିଲ୍ଳା ଲୁଣିବାହାଲଠାରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିିଆଲ୍ ସାଇନ୍‌ସେସ୍ (କିସ୍‌)- ବୌଦ୍ଧ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଉଦ୍‌ଘାଟନ ଓ ୧୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍‌ପିଟାଲ୍‌ର ଭୂମି…
Read More...

ଛାତିରୁ ବାହାରିଲା ସାଢ଼େ ଚାରିକିଲୋ ଓଜନର ଟ୍ୟୁମର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଉନ୍ନତ ଏବଂ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା ଯୋଗାଇବାରେ କିମ୍‌ସକୁ ମିଳିଛିଆଉ ଏକ ସଫଳତା। କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ (କିମ୍‌ସ)ର ଡାକ୍ତରଙ୍କ ଉଦ୍ୟମ ଯୋଗୁଁ ଅସ୍ତ୍ରୋପଚାର ଜରିଆରେ ଜଣେ ମହିଳାଙ୍କ ଛାତିରୁ ବାହରିଛି ସାଢ଼େ ଚାରି କିଲୋ…
Read More...

ଦନଶା କୋରୋମାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ପୁରସ୍କାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଗିନିର ନ୍ୟାସ୍‍ନାଲ୍‍ ଟ୍ରାନଜିସନ୍‍ କାଉନ୍‍ସିଲ୍‍ ପ୍ରେସିଡେଣ୍ଟ ଡ. ଦନଶା କୋରୋମାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ପୁରସ୍କାର ୨୦୧୯ ପ୍ରଦାନ କରାଯାଇଛି । ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ତାଙ୍କୁ ଏହି ସମ୍ମାନ ପ୍ରଦାନ…
Read More...

କିସ୍ ଅଭିଭାବକ ସମ୍ମିଳନୀ : ଏକଜୁଟ ହେବେ ୧ଲକ୍ଷରୁ ଊର୍ଦ୍ଧ୍ୱ ଜନଜାତି ଅଭିଭାବକ ଓ ଛାତ୍ରଛାତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଦିନକ ପରେ କିସରେ ବିରାଟ ଅଭିଭାବକ ସମ୍ମିଳନୀ। ଏଥିପାଇଁ କିସ୍‍ ପରିସର ଚଳଚଞ୍ଚଳ ଓ ଉତ୍ସବ ମୁଖର ହୋଇଉଠିଛି। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ କିସ୍‍ର ବିରାଟ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି।…
Read More...

ସଦନରେ କିସ୍‍ର ଭୂୟସୀ ପ୍ରଶଂସା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ବିଶ୍ୱର ସର୍ବବୃହତ ଜନଜାତି ଅନୁଷ୍ଠାନ କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସୋସିଆଲ୍‍ ସାଇନସେସ୍‍ (କିସ୍‍) ସଦନରେ ପୁଣି ଥରେ ଉଚ୍ଚ ପ୍ରଶଂସିତ ହୋଇଛି। ଗୁରୁବାର ସଂସଦରେ ତେଲେଙ୍ଗାନାରେ କେନ୍ଦ୍ରୀୟ ଜନଜାତି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ବିଲ୍‍ ଆଗତ ସମୟରେ…
Read More...

କିମ୍‌ସରେ ଆର୍ଥ୍ରୋସ୍କୋପିକ୍ ଅସ୍ତ୍ରୋପଚାର କର୍ମଶାଳା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କ୍ରୀଡ଼ା ସମ୍ବନ୍ଧୀୟ ଆଘାତର ପ୍ରଭାବଶାଳୀ ଓ ଶୀଘ୍ର ଆରୋଗ୍ୟ ସୁନିଶ୍ଚିତ କରିବା ନେଇ କିମ୍‌ସ-ଭୁବନେଶ୍ୱର ପରିସରରେ ଦୁଇଦିନିଆ ଆର୍ଥ୍ରୋସ୍କୋପିକ୍ ଅସ୍ତ୍ରୋପଚାର କାଡେଭରିକ୍ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହା କ୍ରୀଡ଼ାବିତ୍‌ଙ୍କ ଆଘାତ ଜନିତ…
Read More...

ରାଷ୍ଟ୍ର ନିର୍ମାଣରେ ଶିକ୍ଷାର ଭୂମିକା ଶୀର୍ଷରେ : ରାଜ୍ୟପାଳ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଷ୍ଟ୍ର ନିର୍ମାଣରେ ଶିକ୍ଷାର ଗୁରୁତ୍ୱ ସବୁଠୁ ଉପରେ ବୋଲି ଓଡ଼ିଶା ରାଜ୍ୟପାଳ ରଘୁବର ଦାସ କହିଛନ୍ତି । ଶନିବାର କିସ୍‍ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଶ୍ରୀ ଦାସ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy