Browsing Tag

Low pressure

ସୃଷ୍ଟି ହେଲା ଲଘୁଚାପ, ୨୪ରେ ଅବପାତ

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତରତାମିଲନାଡୁ -ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮କିମି ଯାଏଁ…
Read More...

ସୃଷ୍ଟି ହେଲା ଲଘୁଚାପ, ଦଶହରାରେ ଝଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନିଭୂତ ହେବାରେ ଲାଗିଛି । ଆସନ୍ତା ୨୩ ତାରିଖ ବେଳକୁ ଏହା ଅଧିକ ଘନିଭୂତ ହୋଇ ଅବପାତର ରୂପ ନେବ । ତେବେ ଦଶହରା ବେଳକୁ ଝଡ ତୋଫାନ ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ…
Read More...

ଦୁର୍ଗା ପୂଜାରେ ଏକ ବଡ ବର୍ଷାର ସମ୍ଭାବନା 

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଲଗାଣ ବର୍ଷା ଛାଡିବା ପରେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଦିନ ୧୦ଟା ପରେ ମୁଣ୍ତ ଫଟା ଖରା ହେଉଛି।  ଆଉ ତା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି। ଫଳରେ ତାତିରେ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ରାଜ୍ୟବାସୀ । ତେବେ, ଏହାରି ଭିତରେ ଆଞ୍ଚଳିକ ପାଣିପାଗ…
Read More...

ଦାନା ବାନ୍ଧୁଛି ଲଘୁଚାପ, ୩୦ ତାରିଖରୁ ବଢ଼ିବ ବର୍ଷା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । କାଲି ଦକ୍ଷିଣ ଚୀନ୍ ସମୁଦ୍ରରୁ ଆଣ୍ଡାମାନ୍ ସାଗରକୁ ପ୍ରବେଶ କରିବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ । ପରେ ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ୩୦ ତାରିଖରୁ…
Read More...

୧୮ରୁ ରାଜ୍ୟରେ ପୁଣି ବଢ଼଼ିବ ବର୍ଷା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଆସନ୍ତା ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷା ବଢ଼଼ିବ। ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଯୋଗୁଁ ୧୮ ଓ ୧୯ ତାରିଖ ପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ…
Read More...

ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି, ଲଘୁଚାପ ସମ୍ଭାବନା!

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ୫.୮ କିମି ଯାଏଁ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ଯରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଞ୍ଚଳରେ ଲଘୁଚାପ ନେଇ ସମ୍ଭାବନା ରହିଛି । ଫଳରେ ଏହାର…
Read More...

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଏବେ ଉତ୍ତର-ପୂର୍ବ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ କ୍ରମଶଃ ସକ୍ରିୟ ହେବାରେ ଲାଗିଛି । ଏହା ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ରୁ ୭.୬ କିମି ଉଚ୍ଚତା ମଧ୍ୟରେ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy