Browsing Tag

manas mangaraj

ସଂସଦରେ କୋଷ୍ଟାଲ ହାଇୱେ ପ୍ରସଙ୍ଗ ଉଠାଇଲେ ମାନସ ମଙ୍ଗରାଜ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସଂସଦର ଶୂନ୍ୟକାଳରେ ବିଜେଡି ସାଂସଦ ମାନସ ମଙ୍ଗରାଜ କୋଷ୍ଟାଲ ହାଇୱେ ପ୍ରସଙ୍ଗ ଉଠାଇଛନ୍ତି । ଉପକୂଳ ରାଜପଥର ଷ୍ଟାଟସ କ’ଣ ବୋଲି ପଚାରିବା ସହ ବିସ୍ତୃତ ପ୍ରକଳ୍ପ ରିପୋର୍ଟ କେବେ ଆସିବ ବୋଲି ସେ ପ୍ରଶ୍ନ କରିଛନ୍ତି । ଓଡ଼ିଶାରେ ୪୮୦ କିଲୋମିଟରର ସୁଦୀର୍ଘ…
Read More...

ବାୟୁ ପ୍ରଦୂଷଣକୁ ନେଇ ସଂସଦରେ ଉଦବେଗ ପ୍ରକାଶ କଲେ ମାନସ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କୋଇଲା ଖଣି ଦ୍ୱାରା ହେଉଥିବା ବାୟୁ ପ୍ରଦୂଷଣକୁ ନେଇ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ସଂସଦରେ ଉଦବେଗ ପ୍ରକାଶ କରିଛନ୍ତି । କୋଇଲା ଖଣି ଦ୍ୱାରା ହେଉଥିବା ବାୟୁ ପ୍ରଦୂଷଣକୁ ରୋକିବାକୁ କେନ୍ଦ୍ର ସରକାର କି ପଦକ୍ଷେପ ନେଇଛନ୍ତି ସେନେଇ ସଂସଦରେ ସେ…
Read More...

ଶତାଧିକ ବିଜେପି କର୍ମକର୍ତ୍ତା ଓ କର୍ମୀ ବିଜେଡିରେ ସାମିଲ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଯାଜପୁର ନିର୍ବାଚନମଣ୍ଡଳୀର ଯୁବ ନେତା ତଥା ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟ ରଞ୍ଜନ ଧଳ ଏବଂ ଯାଜପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷିକେଶ ମେକାପଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମକର୍ତ୍ତା ଓ କର୍ମୀ…
Read More...

ତୈଳ ଓ ପ୍ରାକୃତିକ ବାଷ୍ପ କ୍ଷେତ୍ରରେ ଗବେଷଣା ଆନ୍ତର୍ଜାତିକ ସହଯୋଗ ନେଇଛ କି : ମାନସ ମଙ୍ଗରାଜ

?????????: ?????? ??? ? ????????? ????? ????????? ???? ?????? ?? ????? ???? ONGC ??????????? ??????? ????? ????? ? ??????? ONGC ?????? ????????????? ?? ??????? ???? ???????? ????? ? ??? ?????????????? ????? ? ?????????? ????? ??? ?…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy