Browsing Tag

Mohan Charan Majhi

ରଥଯାତ୍ରା ଲାଗି ଦୁଇଦିନ ଛୁଟି ଘୋଷଣା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଚଳିତ ବର୍ଷ ରଥ ଯାତ୍ରାରେ ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି । ଏହି ରଥ ଯାତ୍ରା ଦୁଇ ଦିନ ଧରି ଚାଲିବ । ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନ ଛୁଟି ଘୋଷଣା କରିଛନ୍ତି । ଫଳରେ ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ,…
Read More...

୧୫୪୦ ଅଭିଯୋଗ ପଞ୍ଜୀକୃତ, ୫୦୦୦ ରୁ ଅଧିକ ଲୋକଙ୍କୁ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଯେଉଁଠି ସରକାର ଲୋକଙ୍କ ସହିତ ଥାଆନ୍ତି, ଲୋକଙ୍କ ସୁଖ ଦୁଃଖ ଶୁଣନ୍ତି, ସେଇଠି ହିଁ ପ୍ରକୃତ ଗଣତନ୍ତ୍ର ଦେଖିବାକୁ ମିଳିଥାଏ। ଆଜି ଜୁଲାଇ ମାସର ପ୍ରଥମ ଦିନ, ପ୍ରଥମ ସୋମବାରରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ…
Read More...

ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ଲୋକ ସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଓ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କ ସହ ସାକ୍ଷାତ କରିବା ସହ ଓଡ଼ିଶାର ସାମଗ୍ରିକ ବିକାଶ ଦିଗରେ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି କେନ୍ଦ୍ର…
Read More...

ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସବୁଦିନ ପରି ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ପ୍ରାୟ ଏକ ହଜାର ଲୋକଙ୍କ ସମାବେଶ। ସମସ୍ତେ ଅପେକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ସେମାନଙ୍କ ସମସ୍ୟା ଶୁଣିବେ ଓ ଅଭିଯୋଗ ପତ୍ର ଗ୍ରହଣ କରିବେ। ସକାଳର ବ୍ୟସ୍ତ…
Read More...

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ…
Read More...

କେନ୍ଦୁଝର ଘଟଗାଁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହେଉଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ । ଘଟଗାଁ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ପାଖରେ ପାଇ ସାଧାରଣ ଜନତାଙ୍କ ଭାବାବେଗ ଓ ଉତ୍ସାହ ଏହାକୁ ପ୍ରମାଣିତ କରିଛି। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଆଜି ପ୍ରଥମ ଥର ପାଇଁ…
Read More...

ଓଡିଶାବାସୀଙ୍କ ଆଶା ଓ ଆକାଂକ୍ଷା ପୁରଣ କରିବା ମୋର ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର ସାଥୀ ସାଜିଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy