Browsing Tag

Mohan Charan Majhi

ଓଡିଶାବାସୀଙ୍କ ଆଶା ଓ ଆକାଂକ୍ଷା ପୁରଣ କରିବା ମୋର ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର ସାଥୀ ସାଜିଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ…
Read More...

କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ଵ ଗ୍ରହଣ ପରେ ଆଜି ପ୍ରଥମ ଥର ପାଇଁ କଟକ ଗସ୍ତ କରି ପୂଜ୍ୟ ପୂଜାର ଧାରା ଜାରୀ ରଖିଛନ୍ତି। କଟକର ଓଡ଼ିଆ ବଜାର ଠାରେ ନେତାଜୀ ଜନ୍ମ ପୀଠ ପରିଦର୍ଶନ କରି ସେ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀରେ…
Read More...

ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସଠିକ୍ ଭାବେ ଅପରାଧ ନିୟନ୍ତ୍ରଣ ସହ ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି…
Read More...

ଜନତାଙ୍କ ମୁଖ୍ୟମନ୍ତ୍ରୀ ଜନତାଙ୍କ ସହ ପାଳିଲେ ରଜ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସମୟ ଥିଲା ଅପରାହ୍ନ। ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ। ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ ପରିସର। ଏହି ସମୟରେ ଆସି ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ହୁଳହୁଳି,…
Read More...

ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି। ରାଜଧାନୀ ଭୁବନେଶ୍ଵରର ମ୍ୟୁଜିଅମ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy