Browsing Tag

odisha congress

ଓଡ଼ିଶା ପିସିସିର ନୂଆ ପ୍ରଭାରୀ ହେଲେ ଡକ୍ଟର ଅଜୟ କୁମାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶାକୁ ଫୋକସ୍‌ କଲା କଂଗ୍ରେସ । ବଦଳିଲେ ପିସିସିର ପ୍ରଭାରୀ । ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀ ନିଯୁକ୍ତ କରିଛି କଂଗ୍ରେସ । ଡକ୍ଟର ଅଜୟ କୁମାରଙ୍କୁ ଓଡ଼ିଶା ପିସିସିର ନୂଆ ପ୍ରଭାରୀ ଭାବେ…
Read More...

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ବିରୋଧ, ମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡାମାଡ଼

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଛାତ୍ର ସଂସଦ ନିର୍ବାଚନକୁ ନେଇ ଅସନ୍ତୋଷ ଧୀରେ ଧୀରେ ତେଜିବାରେ ଲାଗିଛି । ଛାତ୍ର ସଂସଦ ବନ୍ଦ ନିଷ୍ପତ୍ତିକୁ ପରିବର୍ତ୍ତନ କରିବା ଦାବିରେ ବିଭିନ୍ନ ଛାତ୍ର ସଂଗଠନ ପକ୍ଷରୁ ବିକ୍ଷୋଭ କରାଯାଉଛି । ତେବେ ଆଜି ପୂର୍ବ ଘୋଷଣା ଅନୁଯାୟୀ ଛାତ୍ର ସଂସଦ…
Read More...

ବେଆଇନ୍ ଭାବରେ ବେଦାନ୍ତ ଜମି ଅଧିଗ୍ରହଣ ମାମଲାରେ ମୁଖ୍ୟମନ୍ତ୍ରୀ ଶୀଘ୍ର ଇସ୍ତଫା ଦିଅନ୍ତୁ : ଶରତ ପଟ୍ଟନାୟକ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବେଦାନ୍ତ ବିଶ୍ୱ ବିଦ୍ୟାଳୟ ପାଇଁ ଜମି ଅଧିଗ୍ରହଣ କରିବା ପାଇଁ ଓଡ଼ିଶା ସରକାର ଜମି ଅଧିଗ୍ରହଣ ଆଇନ ୧୮୯୪ ଏବଂ ନିୟମ ୧୯୬୩ର ସମସ୍ତ ନୀତି, ନିୟମ ଓ ଆଇନ କାନୁନ୍‌କୁ ଖାତିର ନକରି ଜମି ଅଧିଗ୍ରହଣ କରିବା ଅତ୍ୟନ୍ତ ଅତ୍ୟନ୍ତ ଦୁର୍ଭାଗ୍ୟ ବୋଲି ମାନ୍ୟବର ଉଚ୍ଚତମ…
Read More...

କଂଗ୍ରେସର ନୀତି ଆଦର୍ଶକୁ ଭଲ ପାଇ କଂଗ୍ରେସରେ ଯୋଗ ଦେଲେ ପ୍ରବୋଧ ତ୍ରିର୍କି ଓ ପ୍ରଶାନ୍ତ ଚମ୍ପତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କଂଗ୍ରେସର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଶିଷ୍ଟ କ୍ରୀଡ଼ାବିତ ତଥା ଆନ୍ତର୍ଜାତିକ ହକି ଖେଳାଳି ପ୍ରବୋଧ ତିର୍କି ଏବଂ ଭୁବନେଶ୍ୱରର ଜିଲ୍ଲା ବିଜେଡ଼ିର ସାଧାରଣ ସଂପାଦକ ପ୍ରଶାନ୍ତ କୁମାର ଚମ୍ପତି ନିଜର ଶତାଧିକ ସମର୍ଥକଙ୍କ ସହ ଆଜି କଂଗ୍ରେସ ଦଳରେ…
Read More...

‘ସ୍କୁଲ କଲେଜ ଛାତ୍ରଛାତ୍ରୀଙ୍କୁ ୫ଟି ସଚିବ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରିବା ବନ୍ଦ କରନ୍ତୁ’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ବର୍ତମାନ ଓଡ଼ିଶାରେ ଗୋଟିଏ ନୂଆ ପ୍ରକାର ପ୍ରଥା ଦେଖିବାକୁ ମିଳୁଛି ଯାହା କେବେବି ଓଡ଼ିଶାରେ କିମ୍ବା ଅନ୍ୟ କୌଣସି ରାଜ୍ୟରେ ପରିଲକ୍ଷିତ ହୋଇନଥିବ । ୫ଟି ସଚିବ ଅଖଣ୍ଡ କ୍ଷମତାର ଅଧିକାରୀ ହୋଇ ବିଭିନ୍ନ ସ୍ଥାନକୁ ରାଜ୍ୟ ତହବିଲରୁ କୋଟି କୋଟି ଟଙ୍କା…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy