Browsing Tag

Pm Narendra Modi

ଓଡିଶାର ଜନସାଧାରଣଙ୍କୁ ମୋଦୀର ଗ୍ୟାରେଂଟି ଦରକାର : ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଦରଣୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବୁଧବାର ଦିନ ଓଡିଶାର ମୟୁରଭଂଜ, ବାଲେଶ୍ୱର ଓ କେନ୍ଦ୍ରାପଡାରେ ଆୟୋଜିତ ବିଶାଳ ଜନସଭା ଗୁଡିକୁ ସମ୍ବୋଧିତ କରି ରତ୍ନଭଣ୍ଡାର ପରିଚାଳନାରେ ଅପାରଦର୍ଶିତା, ଦୁର୍ନୀତି ସହିତ କେନ୍ଦ୍ର ସରକାରଙ୍କ ଯୋଜନା ଗୁଡିକୁ…
Read More...

ଆସନ୍ତାକାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜୁ ଜନତା ଦଳର ‘ଏକ୍ସପାରି ଡେଟ୍‌’ ହେଉଛି ଜୁନ ୪ତାରିଖ । ଭାରତୀୟ ଜନତା ପାର୍ଟିର ସରକାର ଓଡ଼ିଶାରେ ହେବ । ଓଡିଶାକୁ ଦେଶର ଏକ ନମ୍ବର ରାଜ୍ୟ ଭାବେ ଗଢି ତୋଳିବା ପାଇଁ ମୋଦି ସରକାର ସଂକଳ୍ପବଦ୍ଧ । ମୋଦି ଗ୍ୟାରେଂଟି ନେଇ ଆସନ୍ତା କାଲି ପୁଣି ଥରେ ଦୁଇ…
Read More...

ଆସନ୍ତା ୬ ତାରିଖରେ ଓଡିଶା ଗ୍ରସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶାରେ ଏଥର, ବିଜେପି ସରକାର । ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତନର ନିର୍ବାଚନ ହେବ । ଉଭୟ କେନ୍ଦ୍ର ଓ ଓଡିଶାରେ ବିଜେପିର ସରକାର ଗଠନ ହେବ । ଭାରତବର୍ଷର ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଗୋଟିଏ ଲକ୍ଷ୍ୟ ଭାରତ ସମେତ ଓଡିଶାରେ…
Read More...

ଓଡ଼ିଶାରେ ଏଥର ବିଜେପି ସରକାର କରିବ : ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଯାଜପୁର ଜିଲ୍ଲା ଚଣ୍ଡିଖୋଲଠାରେ ଆୟୋଜିତ “ମୋଦି ଗ୍ୟାରେଂଟି” ବିକଶିତ ଭାରତ ବିକଶିତ ଓଡ଼ିଶା ସମାବେଶରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ କାର୍ଯ୍ୟକର୍ତାଙ୍କ ମନରେ ଜୋସ୍ ଭରିଛନ୍ତି । ଜନସଭାରେ ବିଶାଳ ଜନସମାବେଶକୁ ଦେଖି ମୋଦି କହିଛନ୍ତି…
Read More...

ପ୍ରଧାନମନ୍ତ୍ରୀ ୬୮ ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କଲେ

ସମ୍ବଲପୁର,(ରିପୋଟର୍ସ ପେନ୍‌): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ସମ୍ବଲପୁରରେ ୬୮,୦୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ପ୍ରକଳ୍ପକୁ ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି । ଏସବୁ ପ୍ରକଳ୍ପରେ ପ୍ରାକୃତିକ ବାଷ୍ପ, କୋଇଲା ଏବଂ ଶକ୍ତି…
Read More...

ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ : ପ୍ରଧାନମନ୍ତ୍ରୀ

ସୁପ୍ରିମକୋର୍ଟ ସୋମବାର ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ହଟାଇବାକୁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ବଡ଼ ରାୟ ଶୁଣାଇଛନ୍ତି। ପାଞ୍ଚ ସଦସ୍ୟ ବିଶିଷ୍ଟ ସମ୍ବିଧାନ ବେଞ୍ଚ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ କାଏମ ରଖିବା ସହ ସୁପ୍ରିମକୋର୍ଟ ଧାରା ୩୭୦ ଉଚ୍ଛେଦକୁ ବୈଧ ବୋଲି ଘୋଷଣା…
Read More...

ରେଳ କର୍ମଚାରୀଙ୍କ ପାଇଁ ୧୯୬୮.୮୭ କୋଟି ଟଙ୍କାର ଉତ୍ପାଦକତା ଭିତ୍ତିକ ବୋନସ (ପିଏଲବି)କୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ (ପିଆଇବି): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସମସ୍ତ ଯୋଗ୍ୟ ଅଣଗେଜେଟେଡ୍ ରେଳ କର୍ମଚାରୀ ଯଥା ଟ୍ରାକ୍ର କ୍ଷଣାବେକ୍ଷଣକାରୀ, ଲୋକୋ ପାଇଲଟ, ଟ୍ରେନ୍ ମ୍ୟାନେଜର (ଗାର୍ଡ), ଷ୍ଟେସନ ମାଷ୍ଟର, ସୁପରଭାଇଜର,…
Read More...

ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ

ନୂଆଦିଲ୍ଲୀ (ପିଆଇବି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀ ମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଦେଶର ବିଭିନ୍ନ ବିଭାଗ ପକ୍ଷରୁ ମନୋନୀତ ହୋଇ…
Read More...

ମରିସସ୍‌ ପ୍ରଧାନମନ୍ତ୍ରୀଙ୍କ ପତ୍ନୀଙ୍କୁ ଶାଗୁଆନ କାଠ ବାକ୍ସରେ ଓଡ଼ିଶାର ଇକ୍କତ ଓଢ଼ଣୀ ଉପହାର ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ ଜଗନ୍ନାଥଙ୍କ ପତ୍ନୀ କବିତା ଜଗନ୍ନାଥଙ୍କୁ ଓଡ଼ିଶାର ଶିଳ୍ପୀଙ୍କ ଦ୍ୱାରା ପ୍ରସ୍ତୁତ ପାରମ୍ପରିକ ଇକ୍କତ ଓଢ଼ଣୀ ଉପହାର ସ୍ୱରୂପ ଦେଇଛନ୍ତି । ଗୁଜରାଟ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ଏକ ଶାଗୁଆନ କାଠ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy