Browsing Tag

pranav prakash das

ରିଲିଜ୍ ହେଲା ପ୍ରଣବ ଦାସଙ୍କ ନିର୍ବାଚନୀ ଗୀତ, ଦେଖନ୍ତୁ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଓରଫ ବବିଙ୍କର ନିର୍ବାଚନୀ ଗୀତ ରିଲିଜ୍ ହୋଇଛି । ପ୍ରଣବଙ୍କ ଏକାନ୍ତ ଅନୁଗତ ତଥା ବିଜେଡିର ଯୁବନେତା ସ୍ମୃତି ସାମନ୍ତରାୟ ଓରଫ ରାଣାଙ୍କର ପ୍ରଯୋଜନାରେ ରିଲିଜ୍ ହୋଇଥିବା…
Read More...

ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଣବ ଓ ରୋହିତ

ସମ୍ବଲପୁର,/ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବିଶିଷ୍ଟ ସଙ୍ଗୀତ ସାଧକ, ଗୀତିକାର, କବି ତଥା ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଭେଟିଛନ୍ତି ବିଜୁ ଜନତା ଦଳର ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଓ ସମ୍ବଲପୁର ବିଧାନସଭା ପ୍ରାର୍ଥୀ ରୋହିତ ପୂଜାରୀ…
Read More...

ଘରେ ଘରେ ପହଞ୍ଚୁ ରାଜ୍ୟ ସରକାରଙ୍କ ଉନ୍ନତିମୂଳକ କାର୍ଯ୍ୟର ବାର୍ତ୍ତା: ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର/ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ପୂର୍ବାହ୍ନରେ ଦେବଗଡ ଜିଲ୍ଲା ବିଜେଡି କାର୍ଯ୍ୟାଳୟ ନିକଟରେ ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଚିତ୍ତରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଜେଡିର ସମ୍ବଲପୁର…
Read More...

ନେତାଙ୍କୁ ଜନତା ଦରକାର, ଜନତାଙ୍କୁ ନେତା ନୁହେଁ : ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର,/ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସମ୍ବଲପୁର ଲୋକସଭା କ୍ଷେତ୍ର ଅର୍ନ୍ତଗତ କୁଚିଣ୍ଡା ବିଧାନସଭା ମଣ୍ଡଳୀ ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ସ୍ଥାନୀୟ ସିନେମା ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସମ୍ୱଲପୁର ଲୋକସଭା ପ୍ରାର୍ଥୀ ତଥା ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ…
Read More...

ସମ୍ବଲପୁରରେ ହେବ ବିଗ୍‌-ଫାଇଟ୍‌, କର୍ମୀ ଉତ୍ସାହିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସମ୍ବଲପୁର ଲୋକସଭା ଆସନ ଉପରେ ଏବେ ସାରା ରାଜ୍ୟବାସୀଙ୍କ ନଜର ରହିଛି । ଏହି ଆସନରୁ ରାଜ୍ୟର ଦୁଇ ପ୍ରମୁଖ ରାଜନୈତିକ ଦଳର ହେଭିୱେଟ ନେତାଙ୍କ ମଧ୍ୟରେ ବିଗ-ଫାଇଟ୍ ହେବାକୁ ଯାଉଛି । ଏହି ଆସନରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡିର ସାଙ୍ଗଠନିକ…
Read More...

ଦଳୀୟ ଆଭିମୁଖ୍ୟକୁ ନେଇ କ’ଣ କହିଲେ ବବି ଦାସ?

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଚଳିତ ବର୍ଷ ରାଜ୍ୟରେ ହେବାକୁ ଯାଉଛି ଉଭୟ ଲୋକସଭା-ରାଜ୍ୟସଭା ନିର୍ବାଚନ। ଏହି ନିର୍ବାଚନରେ ଦଳର ଆଭିମୁଖ୍ୟ କ'ଣ ରହିବ ତାହା ଏକ ପ୍ରକାର ସ୍ପଷ୍ଟ କରି ଦେଇଛନ୍ତି ବିଜେଡ଼ି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏହି ନିର୍ବାଚନରେ ଦଳ ମେଣ୍ଟ କରିବ ନାଁ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy