Browsing Tag

president

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, (ରିପୋଟର୍ସପେନ୍‌): ଆସନ୍ତା ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହାର ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ…
Read More...

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜିଠାରୁ ଚାରି ଦିନିଆ ଓଡି଼ଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ସେ ମୟୂରଭଂଜ, କେନ୍ଦୁଝର, ଖୋର୍ଦ୍ଧା, କଟକ, ଗଂଜାମ ଓ ସମ୍ବଲପୁର ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ୨ ତାରିଖରୁ ଝାରସୁଗୁଡାରୁ…
Read More...

ରାଷ୍ଟପତି ଭବନରେ ମାକ୍ରୋନ୍‌ଙ୍କୁ ସ୍ୱାଗତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଶୁକ୍ରବାର ଦିନ ରାଷ୍ଟ୍ରପତି ଭବନରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍‌ଙ୍କୁ ଭେଟିଛନ୍ତି । ଭାରତ ଗସ୍ତରେ ଆସିଥିବା ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରିୟ ଭବନରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଅବସରରେ ଉପରାଷ୍ଟ୍ରପତି…
Read More...

ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

୫ ତମ ଗଣତନ୍ତ୍ର ଦିବସ ଅବସରରେ ଗୁରୁବାର ଦିନ (୨୪ ଜାନୁଆରୀ) ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶକୁ ସମ୍ବୋଧିତ କରି କହିଛନ୍ତି ଯେ ମୁଁ ଦେଶକୁ ଶୁଭେଚ୍ଛା ଜଣାଉଛି। ଆସନ୍ତାକାଲି ଆମେ ସମ୍ବିଧାନର ଆରମ୍ଭ ଉତ୍ସବ ପାଳନ କରିବୁ। ସମ୍ବିଧାନର ପ୍ରାରମ୍ଭ ଆମେ ଲୋକମାନଙ୍କଠାରୁ ଆରମ୍ଭ। ଏହି…
Read More...

ଆସୁଛନ୍ତି ମହାମହିମ ରାଷ୍ଟ୍ରପତି, ପ୍ରସ୍ତୁତି ଜୋରଦାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆସନ୍ତାକାଲି ମହାମହିମ ରାଷ୍ଟ୍ରପତି ଦ୍‌ରୌପଦୀ ମୁର୍ମୁ ଓଡିଶା ଗସ୍ତରେ ଆସୁଛନ୍ତି । ତିନିଦିନିଆ ଓଡିଶା ଗସ୍ତ ପୂର୍ବରୁ ଆଜି କାରକେଡ୍ ରିହରସେଲ କରାଯାଇଛି । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ଯାପନ…
Read More...

‘ମୁଁ ଶପଥ କରୁଛି …’ ଇତିହାସ ସୃଷ୍ଟି କରି ଦୌପଦୀ ମୁର୍ମୁ ପ୍ରଥମ ଆଦିବାସୀ ରାଷ୍ଟ୍ରପତି ହେଲେ

?????????: ?? ????????? ?????????? ????? ?????? ?????? ???? ???? ???????? ???? ?? ? ????????? ??? ????? ???????? ? ??? ?? ????? ?????? ?????? ?????? ??? ???? ????? ??????? ?????????? ??????? ? ????? ?????? ???????? ??.??. ??? ?? ?????????…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy