Browsing Tag

president of india

‘କ୍ଷେପଣାସ୍ତ୍ର ଠାରୁ ଆରମ୍ଭ କରି ସଂଗୀତ ପର୍ଯ୍ୟନ୍ତ ମହିଳାମାନେ ବହୁ ଉଚ୍ଚରେ ପହଞ୍ଚିଛନ୍ତି’

ନୂଆଦିଲ୍ଲୀ,: ସୋମବାର ଦିନ ଏକ କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ 'ନାରୀ ଶକ୍ତି'କୁ ପ୍ରଶଂସା କରିଥିଲେ । ସେ କହିଛନ୍ତି ଯେ ମହିଳାମାନେ ଅନେକ ବାଧାବିଘ୍ନ ଅତିକ୍ରମ କରି କ୍ଷେପଣାସ୍ତ୍ରଠାରୁ ଆରମ୍ଭ କରି ସଙ୍ଗୀତ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ମହାନ ଉଚ୍ଚତାକୁ ଛୁଇଁଛନ୍ତି…
Read More...

ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବାର୍ତ୍ତା

ନୂଆଦିଲ୍ଲୀ, : ମୋର ପ୍ରିୟ ଦେଶବାସୀ, ଆମ ଦେଶର ୭୭ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ଏହା ଆମ ସମସ୍ତଙ୍କ ପାଇଁ ଏକ ଗୌରବମୟ ଓ ଶୁଭ ଅବସର । ସାଂପ୍ରତିକ ପରିବେଶରୁ ଏହି ଉତ୍ସବ ପାଳନର ଖୁସି ଓ ଆଗ୍ରହ ଦେଖି ମୁଁ ଅତ୍ୟନ୍ତ ଆନନ୍ଦିତ । ଆମ ଗାଁରୁ ସହର…
Read More...

ରାଷ୍ଟ୍ରପତିଙ୍କ ଦ୍ୱାରା ‘‘ସକାରାତ୍ମକ ପରିବର୍ତ୍ତନର ବର୍ଷ’’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜିରେ ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ଦଶବାଟିଆ ଠାରେ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍‌ ଲାଇଟ୍‌ ହାଉସ’’ ବା ଦୈବିକ ଆଲୋକ ଭବନ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସେ…
Read More...

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଭୁବନେଶ୍ୱର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ସଂଧ୍ୟା ୫ଟା ୫୯ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବାକୁ…
Read More...

ଆସୁଛନ୍ତି ମହାମହିମ ରାଷ୍ଟ୍ରପତି, ପ୍ରସ୍ତୁତି ଜୋରଦାର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆସନ୍ତାକାଲି ମହାମହିମ ରାଷ୍ଟ୍ରପତି ଦ୍‌ରୌପଦୀ ମୁର୍ମୁ ଓଡିଶା ଗସ୍ତରେ ଆସୁଛନ୍ତି । ତିନିଦିନିଆ ଓଡିଶା ଗସ୍ତ ପୂର୍ବରୁ ଆଜି କାରକେଡ୍ ରିହରସେଲ କରାଯାଇଛି । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ଯାପନ…
Read More...

୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଆସନ୍ତା ୨୬ରେ କଟକ ଆସିବେ। ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟ, ଏସସିବି ମେଡିକାଲ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ…
Read More...

ସଂସଦରେ ଅଧିକାଂଶ ମହିଳା ମାନଙ୍କ ପ୍ରତିନିଧିତ୍ୱ ଗଣତନ୍ତ୍ରର ସ୍ୱର୍ଣ୍ଣିମ ଭବିଷ୍ୟତ ପାଇଁ ଶୁଭ ସୂଚନା –…

?????????, (???????? ?????): ????? ??? ????? ??????? ????? ?????? ???????????? ????????? ?????????? ??????? ???? ??? ????? ???? ???????? ????????? ???? ?????? ????? ????? ????????????? ??????? ?????????????? ??????? ?????????? ???????…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy