Browsing Tag

puri shree mandira

ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ…
Read More...

ଗଞ୍ଜାମ, ମୟୁରଭଂଜ, ବାଲେଶ୍ବର, କଟକ ଓ କେନ୍ଦ୍ରାପଡାର ଦଶ ହଜାର ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଶ୍ରୀମନ୍ଦିର ପ୍ରକଳ୍ପ ଲୋକାର୍ପଣ ପରେ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କୁ ଏହି ପ୍ରକଳ୍ପର ସୁନ୍ଦର ଅନୁଭବ ଦେବା ପାଇଁ ରାଜ୍ୟ ସରକାର ସବୁ ଜିଲ୍ଲାରୁ ଭକ୍ତମାନଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ଦର୍ଶନର ବ୍ୟବସ୍ଥା କରିଛନ୍ତି। ଆଜି ପ୍ରଥମ ଦିନରେ ୫ଟି ଜିଲ୍ଲାରୁ…
Read More...

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଅବସରରେ କଳ୍ପନା ଛକ ନିକଟରେ ଲୋକାର୍ପଣ ଉତ୍ସବ ପାଳନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ପୁରୀ ଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଅବସରରେ ଭୁବନେଶ୍ବରର କଲ୍ପନା ଛକ ସ୍ଥିତ ଅଗ୍ନିଶମ ସେବା କେନ୍ଦ୍ର ନିକଟରେ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଅମରେଶ ଜେନାଙ୍କ ନେତୃତ୍ବରେ ଲୋକାର୍ପଣ ଉତ୍ସବ ଦିବସ ଆୟୋଜନ କରାଯାଇଥିଲା। ଏହି…
Read More...

‘ପ୍ରକଳ୍ପ ପାଇଁ ଯେଉଁମାନେ ତ୍ୟାଗ କରିଛନ୍ତି, ସେମାନଙ୍କୁ କୃତଜ୍ଞତା’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଦିନକ ପରେ ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ହେବ। ରାଜ୍ୟ ବାହାରୁ ଆସିଥିବା ନିମନ୍ତ୍ରିତ ଅତିଥି, ମନ୍ତ୍ରୀ, ବିଧାୟକ, ସାଂସଦ, ସାଧୁସନ୍ଥଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରି ୧୭ ତାରିଖରେ ଏହି ପ୍ରକଳ୍ପର…
Read More...

୧୭ରେ ସ୍କୁଲ ଓ ସରକାରୀ କାର୍ଯ୍ୟାଳୟ ଛୁଟି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ…
Read More...

ନୂଆ ବର୍ଷରେ ରେକର୍ଡ଼ ଶ୍ରଦ୍ଧାଳୁ, ଶ୍ରୀକ୍ଷେତ୍ରରେ ୫ ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ

ଭୁବନେଶ୍ୱର/ପୁରୀ, (ରିପୋଟର୍ସ ପେନ୍‌): ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ଼ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରି ୨୦୨୪ ନୂଆବର୍ଷର ଆରମ୍ଭ କରିଛନ୍ତି। ନୂଆବର୍ଷରେ ଶ୍ରୀକ୍ଷେତ୍ର ଜନସମୁଦ୍ରରେ ପରିଣତ ହୋଇଛି। ମହାପ୍ରଭୁଙ୍କ ଆଶିଷ ଲାଭ ସହିତ…
Read More...

ନୂଆ ବର୍ଷରେ ଶୃଙ୍ଖଳିତ ଜଗା ଦର୍ଶନ, ପୁଲିସ ପ୍ରଶାସନକୁ ମିଳିଲା ପ୍ରଶଂସା

ଭୁବନେଶ୍ୱର/ପୁରୀ, (ରିପୋଟର୍ସ ପେନ୍‌): ବେଶ କିଛିଦିନ ହେଲା ମହାପ୍ରଭୂ ଜଗନ୍ନାଥ ବା ଜଗା ଦର୍ଶନରେ ବିଶୃଙ୍ଖଳା ଉପୁଜୁଥିବା ନେଇ ଚର୍ଚ୍ଚା ହେଉଥିଲା । ଅବ୍ୟବସ୍ଥା ଯୋଗୁଁ ଜଗା ଦର୍ଶନରେ ବିଶୃଙ୍ଖଳା ହେଉଥିବା କେତେକ ଲୋକେ ଅଭିଯୋଗ କରୁଥିଲେ । ନୂଆବର୍ଷରେ ଏହି ଅବ୍ୟବସ୍ଥା ଚରମସୀମାରେ…
Read More...

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଜାନୁଆରୀ ୧୭ରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ପ୍ରଥମେ ଜଗନ୍ନାଥଙ୍କୁ କରାଗଲା ନିମନ୍ତ୍ରଣ । ଶ୍ରୀମନ୍ଦିର ପରିକ୍ରମାର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ପତ୍ର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ବାହାରି ଶ୍ରମନ୍ଦିର ଯାଇଥିଲା ।…
Read More...

ନୂଆବର୍ଷରୁ ଶ୍ରୀମନ୍ଦିରରେ ଏହିସବୁ ନିୟମ କଡାକଡି ହେବ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନୂଆବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ସମ୍ପୂର୍ଣ୍ଣ ବନ୍ଦ ରହିବ। ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡ଼ାକଡି ଲାଗୁ ହେବ। ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଉତ୍ତର ଦ୍ୱାରରେ ରାମ୍ପ ବ୍ୟବସ୍ଥା ହେବ। ୩୧ ତାରିଖ ରାତିରେ ଆବଶ୍ୟକ ହେଲେ ରାତ୍ର ପହୁଡ଼…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy