Browsing Tag

puri shree mandira

ନୂଆବର୍ଷରୁ ଶ୍ରୀମନ୍ଦିରରେ ଏହିସବୁ ନିୟମ କଡାକଡି ହେବ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନୂଆବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ସମ୍ପୂର୍ଣ୍ଣ ବନ୍ଦ ରହିବ। ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡ଼ାକଡି ଲାଗୁ ହେବ। ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଉତ୍ତର ଦ୍ୱାରରେ ରାମ୍ପ ବ୍ୟବସ୍ଥା ହେବ। ୩୧ ତାରିଖ ରାତିରେ ଆବଶ୍ୟକ ହେଲେ ରାତ୍ର ପହୁଡ଼…
Read More...

ଖୁବଶୀଘ୍ର ଆସୁଛି ଶ୍ରୀଜଗନ୍ନାଥଙ୍କ ଉପରେ ନିର୍ମିତ ପ୍ରଥମ ଓଡ଼ିଆ ୨ଡି ଆନିମେସନ୍‌ ସିରିଜ୍‌

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ପ୍ରମୁଖ ଅନ୍ତର୍ଜାତୀୟ ଶିଶୁ ଓ ପାରିବାରିକ ମନୋରଞ୍ଜନ ସଂସ୍ଥା ଟୁନ୍‌ଜ ମିଡିଆ ଗ୍ରୁପ୍‌ ଏବଂ ଓଡ଼ିଶାର ଉଦୀୟମାନ ଆନିମେସନ୍‌ କମ୍ପାନୀ ଏଲି ଆନିମେସନ୍ସର ମିଳିତ ସହଭାଗିତାରେ ନିର୍ମିତ ହୋଇଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ପ୍ରଥମ ଓଡ଼ିଆ ଆନିମେସନ୍‌…
Read More...

ଜାଗା ଦର୍ଶନ ହେବ ସହଜ, ମରିଚକୋଟ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ହେବ ଏସି ଟନେଲ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଏଣିକି ଭକ୍ତ ଓ ଭଗବାନଙ୍କ ମିଳନ ହେବ ଆହୁରି ସହଜ । ଗହଳିକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିର ପାଇଁ ଆରମ୍ଭ ହେଉଛି ନୂଆ ଯୋଜନା । ଯାହା ନୂଆବର୍ଷରୁ କାର୍ଯ୍ୟକାରୀ ହେବ ନେଇ ସୂଚନା ମିଳିଛି । ବଡ଼ ଦାଣ୍ଡରେ ଖୁବଶୀଘ୍ର ହେବାକୁ ଯାଉଛି ଏସି ଟନେଲ ବ୍ୟବସ୍ଥା…
Read More...

ଶ୍ରୀକ୍ଷେତ୍ର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କାର୍ତ୍ତକ ପୂର୍ଣ୍ଣିମା ଓ ପଞ୍ଚୁକ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଜନଗହଳି ଲାଗି ରହିଛି । ଏହି ପରିପ୍ରେକ୍ଷୀରେ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ବ୍ୟବସ୍ଥାକୁ ନେଇ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ ଆଜି ପୁରୀ ପହଁଞ୍ଚି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା…
Read More...

ଶ୍ରୀମନ୍ଦିରରେ ପାନ, ଗୁଟଖା ନିଷେଧ; ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଶ୍ରୀମନ୍ଦିରରେ କଡ଼ାକଡ଼ି ଭାବେ ପାନ ଓ ଗୁଟଖା ନିଷେଧ ହେବ । ଭକ୍ତ କି ସେବାୟତ କେହି ପାନ ଓ ଗୁଟଖା ସେବନ କରି ଶ୍ରୀମନ୍ଦିରକୁ ଯାଇପାରିବେନି । ବରାହ ପୁରାଣ ଆଧାରରେ ଏହି କଟକଣା କରାଯାଇଛି । ଜାନୁଆରୀ ୧ରୁ ଡ୍ରେସକୋଡ୍ ଲାଗୁ ସହିତ ପାନ ଗୁଟଖାକୁ…
Read More...

ପୁରୀରେ ହବିଶ୍ୟାଳିମାନଙ୍କ କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେଶିଂ ଜରିଆରେ ପୁରୀରେ ହବିଶ୍ୟାଳି ମାନଙ୍କ ପାଇଁ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ କରିବା ପାଇଁ…
Read More...

ଶାଳୀନତା ଡ୍ରେସ୍ ନ ପିନ୍ଧିଲେ ଶ୍ରୀମନ୍ଦିର ମନା!

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଲାଗି ନୂଆ ନିୟମ ଲାଗୁ ହୋଇଛି । ଏଣିକି ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତା ପୂର୍ଣ୍ଣ ଡ୍ରେସ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଯଦି କେହି ନିୟମ ଉଲଂଘନ କରନ୍ତି. ସେମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ…
Read More...

ଆଜି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟା ରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର…
Read More...

ଆଜି ଖୋଲିବ ଶ୍ରୀଜଗନ୍ନାଥ ମନ୍ଦିରର ‘ପଶ୍ଚିମ ଦ୍ୱାର’

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଆଜିଠୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ଆଉ ଗୋଟିଏ ଦ୍ୱାର ସ୍ଥାନୀୟ ଭକ୍ତଙ୍କ ପ୍ରବେଶ ପାଇଁ ଖୋଲିବାକୁ ଘୋଷଣା କରିଛି ଶ୍ରୀମନ୍ଦିର ପ୍ରଶାସନ। ରବିବାର ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଭକ୍ତଙ୍କ ଦାବିକୁ ଦୃଷ୍ଟିରେ…
Read More...

ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ଦର ତାଲିକା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ପୁରୀ ଶ୍ରୀମନ୍ଦିର ଆନନ୍ଦ ବଜାରର ଶୃଙ୍ଖଳାକୁ ବଜାୟୀ ରଖିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନେଇଛି ଏଭଳି ନିସ୍ପତି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହ ଦଇତାପତି ନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy