Browsing Tag

Rain Odisha

କେବେ ଆସିବ ମୌସୁମୀ ? ଜାଣନ୍ତୁ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଚଳିତ ବର୍ଷ ସମୟ ପୂର୍ବରୁ ମୌସୁମୀ ଆସିବାକୁ ଯାଉଛି। ମେ ୩୧ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପହଞ୍ଚିବ ବୋଲି ଆଶା କରାଯାଉଛି। ଆଇଏମଡି ପୂର୍ବାନୁମାନ ଅନୁଯାୟୀ, ମେ ୧୯ରେ ମୌସୁମୀ ଆଣ୍ଡାମାନ ନିକୋବରରେ ପହଞ୍ଚିବାର ସମ୍ଭାବନା ରହିଛି। ଏହା ପରେ…
Read More...

ଅଧ ରାତିରେ ବର୍ଷିଲା, ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଦୀର୍ଘଦିନ ପରେ ରାଜଧାନୀରେ କାଳବୈଶାଖି ଯୋଗୁଁ ଏକ ଭାରୀ ବର୍ଷା ହୋଇଛି । ରାତି ଅଧରେ ଘଡଘଡି, ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ହୋଇଥିଲା । ଯାହା ତାତିରୁ ମୁକ୍ତି ଦେଇଛି । ଏମିତିକି ଜୋରରେ ପବନ ବହିଥିଲା।ଫଳରେ ବିଦ୍ୟୁତ୍ କାଟ ହେବା ସାଙ୍ଗକୁ ରାସ୍ତାରେ…
Read More...

ପାଗ ବଦଳିବ, ଆସନ୍ତାକାଲିଠୁ ବର୍ଷା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଶୀତ ପାଇଁ ଅସ୍ତବ୍ୟସ୍ତ ହୋଇପଡି଼ଛି ଜନଜୀବନ । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ୨୪ ଘଣ୍ଟା ଯାଏଁ ରାଜ୍ୟରେ କୁହୁଡି଼ ରହିବ। ୬ ତାରିଖରୁ ରାଜ୍ୟରେ ପାଗ ବଦଳିବା ସହ ହାଲୁକା ବର୍ଷା…
Read More...

୨୬ ଠାରୁ ପାଗରେ ପରିବର୍ତ୍ତନ ସମ୍ଭାବନା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟରେ ଏବେ ଗୁରୁଚାପ ବଳୟ ସକ୍ରିୟ ରହିଥିବା ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଗତ କିଛି ଦିନ ହେବ ରାଜ୍ୟକୁ ପ୍ରବେଶ କରୁଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ଯେଉଁଥିପାଇଁ କିଛି ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ…
Read More...

ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଦକ୍ଷିଣ- ପୂର୍ବ ବଙ୍ଗୋପ ସାଗର ଓ ତତ୍ ସଂଲଗ୍ନ ତାମିଲନାଡୁ ଉପକୁଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ…
Read More...

ସୃଷ୍ଟି ହେଲା ଲଘୁଚାପ, ଦଶହରାରେ ଝଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନିଭୂତ ହେବାରେ ଲାଗିଛି । ଆସନ୍ତା ୨୩ ତାରିଖ ବେଳକୁ ଏହା ଅଧିକ ଘନିଭୂତ ହୋଇ ଅବପାତର ରୂପ ନେବ । ତେବେ ଦଶହରା ବେଳକୁ ଝଡ ତୋଫାନ ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ…
Read More...

୨୧ରେ ଲଘୁଚାପ, ୨୩ରେ ଘନୀଭୂତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି , ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୨୧ ତାରିଖ ସକାଳ ବେଳକୁ ଏହା ପ୍ରଭାବରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy