Browsing Tag

soa

୧ମ ସୋଆ ଇଂଟରନ୍ୟାସନାଲ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଫେଷ୍ଟିଭାଲ ଉଦ୍‌ଘାଟିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରବିବାର ସୋଆ ବିଶ୍ୱବିଦ୍ୟାଳୟରେ ପ୍ରଥମ ସୋଆ ଇଂଟରନ୍ୟାସନାଲ ଗ୍ରାଣ୍ଡ ମାଷ୍ଟର୍ସ ଚେସ ଫେଷ୍ଟିଭାଲ ଆରମ୍ଭ ହୋଇଛି । ଏଥିରେ ୧୨ଟି ଦେଶରୁ ଭାଗ ନେଉଥିବା ଚେସ ଖେଳାଳୀ ମାନଙ୍କ ମଧ୍ୟରେ ୯ ଜଣ ଗ୍ରାଣ୍ଡ ମାଷ୍ଟର ଓ ୨୨ ଜଣ ଇଂଟରନ୍ୟାସନାଲ ମାଷ୍ଟର ରହିଛନ୍ତି । …
Read More...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପରିଚାଳିତ ଫ୍ୟାକଲ୍ଟି ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ର ଦ୍ୱିତୀୟ କ୍ୟାମ୍ପସ୍ ଫୁଲନଖରା ଠାରେ ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା…
Read More...

ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ର-ଛାତ୍ରୀଙ୍କର କୃତିତ୍ୱ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଡିସେମ୍ବର ୪: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ଏମ୍‌.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍‌.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ରେ…
Read More...

ସମ୍ ହସ୍ପିଟାଲ ପକ୍ଷରୁ ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବୁଧବାର ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ ହୋଇଯାଇଛି । ନ୍ୟୁରୋଲୋଜି ବିଭାଗ ପକ୍ଷରୁ ଏହି ଦିବସ ପାଳନ କରାଯିବା ପରିପ୍ରେକ୍ଷୀରେ ଏକ ୱାକାଥନ ଓ ସମ୍ମିଳନୀର ଆୟୋଜନ…
Read More...

ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବଡ଼ଦିନ ଆଉ ମାତ୍ର ଦେଢ଼ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି…
Read More...

ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ଡିଗ୍ରୀ ପ୍ରଦାନ କରାଯାଇଛି । ଆଇଏଏସ୍‌ର ୨୦୨୦, ୨୦୨୧ ଓ…
Read More...

ଓଏଏସ୍‌ରେ କୃତକାର୍ଯ୍ୟ ହୋଇଥିବା ସୋଆ ଆଇନ୍ ଛାତ୍ରୀ ସମ୍ବର୍ଦ୍ଧିିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌)ର ଛାତ୍ରୀ କୁମାରୀ ରାଧୀକା ଶର୍ମା ଚଳିତ ବର୍ଷ ଓଡିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ବୁଧବାର ଏହି ସଫଳତା ନିମନ୍ତେ…
Read More...

ସମ୍ମମ୍‌ରେ ପ୍ରଥମ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସ୍ଥାନୀୟ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ମଙ୍ଗଳବାର ପ୍ରଥମ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷ ହେଲ୍‌ଥ ରେକର୍ଡ୍ସ ଆସୋସିଏସନ୍ ଅଫ୍ ଇଣ୍ଡିଆ ପକ୍ଷରୁ ମେଡିକାଲ୍ ରେକର୍ଡ୍ସକୁ ଅଧିକ ଗୁରୁତ୍ୱ ଦିଆଯିବା ପରିପ୍ରେକ୍ଷୀରେ…
Read More...

ଆଇଟିଇଆର୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏହି ବିଶେଷ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy