Browsing Tag

State govt.

ବଡପଡାରେ ନୂତନ ଶିକ୍ଷା ସୌଧ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ଆଜି ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍‌ଘାଟନ…
Read More...

ଜୟପୁରରେ ସ୍ପୋର୍ଟସ କମ୍ପ୍ଲେକ୍ସ ଓ ବିଭିନ୍ନ ଜିଲ୍ଲାରେ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭ ଉଦ୍‌ଘାଟନ କଲେ…

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧…
Read More...

ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ…
Read More...

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ…
Read More...

ଆଜି ଚାଷୀଙ୍କ ଆକାଉଣ୍ଟକୁ ଆସିବ କାଳିଆ ଟଙ୍କା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଚାଷୀମାନଙ୍କ ପାଇଁ ଖୁସି ଖବର।  ଆଜି ରାଜ୍ୟର ଚାଷୀମାନଙ୍କୁ ମିଳିବ କାଳିଆ ଯୋଜନାର ପରବର୍ତ୍ତୀ କିସ୍ତି।  ଏହି ଯୋଜନା ଅଧିନରେ ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଯୋଗାଇଦେବେ ରାଜ୍ୟ ସରକାର। ରାଜ୍ୟର ପ୍ରାୟତଃ ୪୬ ଲକ୍ଷକୁ ଅଧିକ କ୍ଷୁତ୍ର ଓ…
Read More...

5T ଅଧ୍ୟକ୍ଷଙ୍କୁ ଭେଟିଲେ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ଜନସାଧାରଣ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଅଜି ରାଜ୍ୟର ଗୋଟିଏ ନବ ଗଠିତ ମ୍ୟୁନିସିପାଲିଟି, ୯ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୭ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ।…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ନୀଳମାଧବ ନିବାସ ଲୋକାର୍ପିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୀଳମାଧବ ନିବାସର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ପାଇଁ ଜମି ଅପେକ୍ଷା ଲୋକେ ଅଧିକ ଗୁରୁତ୍ବପୂର୍ଣ୍ଣ। ସହରରେ କେହି ଝୁମ୍ପୁଡ଼ି ଘରେ ରହିବେ ନାହିଁ। ଏଥିପାଇଁ ଆବାସ ଯୋଜନା ଜରିଆରେ ଫ୍ଲାଟ…
Read More...

ଗୋଟିଏ ଦିନରେ ୩୦୩୭ କୋଟି ଟଙ୍କାରେ ୫୨ ପ୍ରକଳ୍ପର ହେଲା ଶୁଭାରମ୍ଭ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମାର୍ଚ୍ଚ ୨ ତାରିଖ ଶନିବାର ରାଜ୍ୟର ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଶନିବାର ୩୦୩୭ କୋଟି ଟଙ୍କାରେ ୫୨ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯେଉଁଥିରେ ୪ ଜିଲ୍ଲାରେ ୧୩୧…
Read More...

ଆରମ୍ଭ ହେଲା ନୂଆ-ଓ ସ୍କଲାରସିପ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଛାତ୍ରଛାତ୍ରୀଙ୍କ ବ୍ଯାଙ୍କ ଖାତାକୁ ଆସିଲା ସ୍କଲାରସିପ ଟଙ୍କା । ଆଜିଠାରୁ ଯୁକ୍ତତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଇଛି ନୂଆ-ଓ ସ୍କଲାରସିପ । ଏହି ସ୍କିମରେ ରାଜ୍ଯର ପ୍ରାୟ ୬ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ସମ୍ବଲପୁର, ଦେବଗଡ଼ ଓ…
Read More...

୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୫ ପୌର ପରିଷଦ ଗଠନ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟରେ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ ନିଷ୍ପତ୍ତି ନେଇଛନ୍ତି ସରକାର। ଏଣେ ୫ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନୂତନ ପୌର ପରିଷଦ ହେଲା…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy