Browsing Tag

State govt.

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ରୂପାନ୍ତରିକରଣର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରିବାକୁ ଆଜି ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ…
Read More...

୫-ଟି ଅଧ୍ୟକ୍ଷଙ୍କ ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି । ସୂଚନାଯୋଗ୍ୟ ଯେ ଦୈନିକ ୨.୪ କୋଟି ବିଭିନ୍ନ…
Read More...

କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ବାର୍ଷିକ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି

ଭୁବନେଶ୍ୱର,(ରିପୋଟର୍ସ ପେନ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮…
Read More...

ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର,(ରିପୋଟର୍ସ ପେନ) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହଯୋଗୀ ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସେମାନଙ୍କ ସହଯୋଗୀମାନଙ୍କ…
Read More...

ଚୌଦ୍ୱାର  ତା’ର ହୃତଗୌରବ ଫେରି ପାଇବାକୁ ଯାଉଛି- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରିପୋଟର୍ସ ପେନ) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ। ଏହି…
Read More...

ପାରାଦୀପରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯାଇ ପାରାଦୀପର ଢିଙ୍କିଆଠାରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଭିତ୍ତିପ୍ରସ୍ତର ଦେଇଛନ୍ତି। ଏହି ପ୍ରକଳ୍ପ ହେଉଛି JSW Utkal Steel Limited ର ୬୫ ହଜାର କୋଟି ଟଙ୍କା…
Read More...

‘ଆମ ବସ୍‌ ଷ୍ଟାଣ୍ଡ’ ଯୋଜନା : ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍‌ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡା,…
Read More...

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କଳାକାର ମାନଙ୍କ ସହାୟତା ରାଶିରେ ବୃଦ୍ଧି

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି "ମୁଖ୍ୟମନ୍ତ୍ରୀ…
Read More...

କଳାହାଣ୍ଡି ବ୍ୟାରେଜ, ଅନୁଗୋଳ ଜଳସେଚନ ପ୍ରକଳ୍ପ ଏବଂ ରେଙ୍ଗାଳି ଡ୍ୟାମ ଓ ସମଲ ବ୍ୟାରେଜ କେନାଲ ସିଷ୍ଟମ ଉଦ୍‌ଘାଟିତ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲା ପାଇଁ ବିଭିନ୍ନ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ହେଲା- କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ବ୍ୟାରେଜ,…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy