Browsing Tag

union minister

ନିର୍ମଳା ସୀତାରମଣଙ୍କ ବଜେଟ ଭାଷଣ, ସରକାରଙ୍କ ସଫଳତା ବଖାଣିଲେ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ୍ରମାଗତ ଷଷ୍ଠ ଥର ପାଇଁ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି । ତେବେ ସେ ପ୍ରଥମ ଥର ପାଇଁ ମଧ୍ୟବର୍ତ୍ତୀକାଳୀନ ବଜେଟ୍ ଉପସ୍ଥାପନ କରିଛନ୍ତି । ଚଳିତ ବର୍ଷ ନିର୍ବାଚନ ହେବାକୁ ଯାଉଛି । ଏଭଳି ପରିସ୍ଥିତିରେ ନିର୍ବାଚନ ବର୍ଷରେ…
Read More...

ପ୍ରାଣ ପ୍ରତିଷ୍ଠାର ସିଧା ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଲେ ତାମିଲନାଡୁ ସରକାର

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାମିଲନାଡୁ ସରକାର ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି କି ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ହେବାକୁ ଥିବା ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠାର ସିଧା ପ୍ରସାରଣ ଉପରେ ତାମିଲନାଡୁ ସରକାର ପ୍ରତିବନ୍ଧକ ଲଗାଇଛନ୍ତି । ଏକ…
Read More...

ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଶିକ୍ଷକ ନିଯୁକ୍ତି ଅନିୟମିତା ନେଇ ରାଜ୍ୟ ରାନୀତିରେ ଚାଲିଛି ବାକ୍ ଯୁଦ୍ଧ। ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମୁହାଁମୁହିଁ ହୋଇଥିଲେ। ଆଜି କେନ୍ଦ୍ର ମନ୍ତ୍ରୀଙ୍କ…
Read More...

ଗାଁ ସଶକ୍ତ ହେଲେ ଦେଶର ବିକାଶ ସମ୍ଭବହୋଇପାରିବ : କେନ୍ଦ୍ର ମନ୍ତ୍ରୀ ଅର୍ଜ୍ଜୁନ ମୁଣ୍ଡା

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା ଆଜି କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି । ଶ୍ରୀ ମୁଣ୍ଡା ଏହି ଅବସରରେ…
Read More...

ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ । ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ରାଶି ସହ ୭ ଦଫା ଦାବିକୁ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…
Read More...

ଦୁଇ ସପ୍ତାହରେ ସ୍କ୍ରାପ ବିକି ସରକାର ୧୧୭ କୋଟି ଟଙ୍କାର ରାଜସ୍ୱ ଆୟ କରିଛନ୍ତି : ମନ୍ତ୍ରୀ

ସ୍ୱତନ୍ତ୍ର ସ୍ୱଚ୍ଛତା ଅଭିଯାନ ୩.୦କାଳରେ ମାତ୍ର ଦୁଇ ସପ୍ତାହ ମଧ୍ୟରେ ବିଭିନ୍ନ ପ୍ରକାର ଅଦରକାରୀ ରଦ୍ଦି ସାମଗ୍ରୀ ବିକ୍ରି କରି ସରକାର ୧୧୭କୋଟିରୁ ଅଧିକ ଟଙ୍କାର ରାଜସ୍ୱ ଆୟ କରିଛନ୍ତି ବୋଲି କେନ୍ଦ୍ର ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ) ତଥା ପ୍ରଧାନମନ୍ତ୍ରୀଙ୍କ…
Read More...

‘ଶିଶୁ ଯୌନ ଶୋଷଣ’ ସହ ଜଡିତ ବିଷୟବସ୍ତୁ ହଟାକୁୁ କେନ୍ଦ୍ର ସରକାରଙ୍କ ନୋଟିସ

ଶିଶୁ ଯୌନ ଶୋଷଣ ନିୟମ: ଶିଶୁ ଯୌନ ଶୋଷଣ ସହ ଜଡିତ ବିଷୟବସ୍ତୁ ଉପରେ କେନ୍ଦ୍ର ସରକାର ଶୁକ୍ରବାର (୬ ଅକ୍ଟୋବର) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଦେଶରେ ସେମାନଙ୍କ ପ୍ଲାଟଫର୍ମରୁ ଶିଶୁ ଯୌନ ଶୋଷଣ ସମ୍ବନ୍ଧୀୟ ବିଷୟବସ୍ତୁ ହଟାଇବା ପାଇଁ ସରକାର ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ…
Read More...

କ୍ରିଷ୍ଣା ଜଳ ବିବାଦଟ୍ରିବ୍ୟୁନାଲ-୨ର ଟର୍ମସ ଅଫ୍ ରେଫରେନ୍ସକୁ କ୍ୟାବିନେଟ ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ତେଲଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶ ରାଜ୍ୟ ମଧ୍ୟରେ ବିଚାର ପାଇଁ ଆଇଏସଆରଡବ୍ଲୁଡି ଆଇନର ଧାରା ୫(୧) ଅଧୀନରେ ବର୍ତ୍ତମାନର କ୍ରିଷ୍ଣା ଜଳ ବିବାଦ ଟ୍ରିବ୍ୟୁନାଲ-୨ (କେଡବ୍ଲୁଡିଟି-୨)କୁ ଅଧିକ ଟର୍ମସ ଅଫ୍…
Read More...

ବିଇଏସଏସର ବିକାଶ ପାଇଁ ସାଧନଯୋଗ୍ୟ ଶୂନ୍ୟସ୍ଥାନ ପାଣ୍ଠି ନାମକ ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ

ନୂଆଦିଲ୍ଲୀ,: ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ବ୍ୟାଟେରୀ ଇନ୍ଧନ ସଂରକ୍ଷଣ ପ୍ରଣାଳୀ (ବିଇଏସ୍ଏସ୍)ର ବିକାଶ ପାଇଁ ସାଧନଯୋଗ୍ୟ ଶୂନ୍ୟସ୍ଥାନ ପାଣ୍ଠି ବା ଭାଏବିଲିଟି ଗ୍ୟାପ୍ ଫଣ୍ଡିଂ (ଭିଜିଏଫ୍) ନାମକ ଯୋଜନାକୁ ଅନୁମୋଦନ ମିଳିଛି। ଅନୁମୋଦିତ…
Read More...

୧୧୧ଟି ମାଲବୀୟ ମିଶନ କେନ୍ଦ୍ର ମାଧ୍ୟମରେ ୧୫ ଲକ୍ଷ ଶିକ୍ଷକଙ୍କ କାପାସିଟି ବିଲଡିଂ ବଢାଯିବ: ଧର୍ମେନ୍ଦ୍ର 

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଦେଶରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡିକରେ କାର୍ଯ୍ୟରତ ଶିକ୍ଷକ ଓ ପ୍ରାଧ୍ୟାପକଙ୍କ କାପାସିଟି ବିଲଡିଂ ବଢାଇବା ପାଇଁ ଆଜି ପବିତ୍ର ‘ଗୁରୁ ଦିବସ’ ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ…
Read More...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy